ଓଡ଼ିଶାର ବୟନ ଶିଳ୍ପ ହେଉଛି ଏହାର ସାଂସ୍କୃତିକ ଐତିହ୍ୟର ପ୍ରତିଫଳନ। ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ, ଆସନ୍ତୁ ଓଡିଶାର ସାତୋଟି ଆଇକନିକ ବୟନ ଶୈଳୀ ବିଷୟରେ ଜାଣିନେବା ଯାହା ଆମର ସମୃଦ୍ଧ ସାଂସ୍କୃତିକ ବସ୍ତ୍ର ଐତିହ୍ୟର ପରିଚୟ।
୧୧ ଜିଲ୍ଲାର ସରକାରୀ ଓ ଘରୋଇ ସ୍କୁଲ ଛୁଟି ରହିବ । ସ୍କୁଲ ବନ୍ଦ ଲାଗି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ।
ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ବନ୍ୟା ସ୍ଥିତି । ବହୁ ଅଞ୍ଚଳ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ।
ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ୍ ଫ୍ଲଡ୍ ଆଶଙ୍କା ମଧ୍ୟ ରହିଛି
ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅତି ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ସୁବର୍ଣ୍ଣପୁର ଜନ୍ମିତ ଗୁରୁ ବହିଦାରଙ୍କୁ ସମ୍ବଲୁପରୀ ଭାଷା ସାହିତ୍ୟର ଗୁରୁ ବୋଲି କୁହାଯାଏ । ତାଙ୍କରି ଜନ୍ମଦିନକୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ସମ୍ବଲପୁରୀ ଦିନ୍ ଭାବେ ପାଳନ କରାଯାଉଛି ।
ପରବର୍ତ୍ତୀ ଦୁଇ ଦିନ ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।
ଗତ ୨୦୧୧ ମସିହାରେ ଉପେନ୍ଦ୍ର ବରଗଡ଼ ସୋହେଲାରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିବା ସମୟରେ ବରଗଡ଼ ୱେଷ୍ଟ ଇଲେକ୍ଟ୍ରିକାଲ ଡିଭିଜନର ବରିଷ୍ଠ କିରାଣୀ ଆନନ୍ଦ ସରାଫଙ୍କ ଟ୍ରାପ କେସରେ ସରକାରୀ ସାକ୍ଷୀ ଭାବେ ଉପସ୍ଥିତ ଥିଲେ ।
ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ ୧୪ଟି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୩୫୬ ଟି ୫ଜି ବିଟିଏସ ସ୍ଥାପନ ହୋଇଥିବା ବେଳେ ଏଥିରେ ଜିଓର ୧୧୨୪ ଏବଂ ଏୟାରଟେଲର ୨୩୨ଟି ୫ଜି ବିଟିଏସ ରହିଛି ।
ସମ୍ବଲପୁରରେ ମହାନଦୀକୁ ଡେଇଁ ଯୁବକ ନିଖୋଜ ସନ୍ଦେହ । ଚାଉଁରପୁର ବ୍ରିଜରୁ ଡେଇଁପଡ଼ିଥିଲେ ।
ଟ୍ରକ୍ ସହ ଜଳିଗଲେ ଡ୍ରାଇଭର। କୋଇଲା ବୋଝେଇ ଟ୍ରକ୍ ଏବଂ ମିନି ଟ୍ରକ୍ ମଧ୍ୟରେ ମୁହାମୁହିଁ ଧକ୍କା ହେବା ଯୋଗୁ ମିନି ଟ୍ରକ୍ ଜଳି ଯାଇଛି।
୨୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ବିଶେଷ କରି ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।
ବର୍ଷା ବଢ଼ିଲେ କେତୋଟି ଗେଟ୍ ଖୋଲାଯିବ ସେ ସମ୍ପର୍କରେ ସେହିଦିନ ହିଁ ନିଷ୍ପତ୍ତି ନିଆଯିବ ବୋଲି ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।
ସମ୍ବଲପୁରରେ ସମୂହ ଧାର୍ମିକ ଶୋଭାଯାତ୍ରା ଉପରେ କଟକଣା। ଜିଲ୍ଲାରେ ସାମ୍ପ୍ରଦାୟିକ ସଦ୍ଭାବ ରକ୍ଷା ଉଦ୍ଦେଶ୍ୟରେ ବର୍ଷେ ପାଇଁ କୌଣସି ବଡ ଧରଣର ସମୂହ ଧାର୍ମିକ ଶୋଭାଯାତ୍ରା ନକରିବାକୁ ନିଷ୍ପତ୍ତି ନିଆଯାଇଛି
ଲଘୁଚାପ ପ୍ରଭାବରେ ରାଜ୍ୟର ଏକାଧିକ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ବନ୍ୟାଜଳ ଛାଡ଼ିବା ନେଇ ଡ୍ୟାମ୍ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି । ଏଥିଯୋଗୁଁ ମହାନଦୀ ଓ ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବ ।
ପ୍ରବଳ ବର୍ଷା ଆଶଙ୍କାରେ ଆଜି ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ସମ୍ବଲପୁର ଧନକଉଡ଼ାରେ ଗତକାଲି 5T ସଚିବ ଭି.କେ. ପାଣ୍ଡିଆନଙ୍କ କାର୍ଯ୍ୟକ୍ରମ ଶେଷ ହେବା ପରେ ସଭାସ୍ଥଳରେ ସୃଷ୍ଟି ହୋଇଥିଲା ଉତ୍ତେଜନା ।
ପାଣ୍ଡିଆନ ଯେଉଁ ଯେଉଁ ଅଞ୍ଚଳ ଯାଉଛନ୍ତି ସେଠି ସେଠି ବିକ୍ଷୋଭ ପ୍ରଦର୍ଶନ ହେଉଛି ।
କୋର୍ଟରେ ଦାଖଲ କ୍ରାଇମବ୍ରାଞ୍ଚ ଚାର୍ଜସିଟରୁ ମିଳିଲା ତଥ୍ୟ । ଗାଡ଼ିଂ ଚେକିଂ ବିବାଦରୁ ବଢ଼ିଥିଲା ଶତ୍ରୁତା । ଷଡ଼ଯନ୍ତ୍ର ଦିଗର କାହିଁକି ହେଲାନି ତଦନ୍ତ: ବିରୋଧୀ ।
ନବଙ୍କୁ ହତ୍ୟା ପାଇଁ ଲଣ୍ଡା ହୋଇ ଶପଥ ନେଇଥିଲା ଅଭିଯୁକ୍ତ ଗୋପାଳ ଦାସ। ନିଜ ଭାଇଙ୍କ ସହ ସମ୍ବଲପୁର ସମଲେଇ ମନ୍ଦିରକୁ ଯାଇ ଶପଥ ନେଇଥିଲା ଗୋପାଳ।
ଶ୍ରାବଣ ଅଧାରେ ପ୍ରାୟ ୪୦ % ଜମିରେ ଆରମ୍ଭ ହୋଇନି ଧାନଚାଷ । ସ୍ୱଳ୍ପ ମିଆଦୀ ଧାନ ଚାଷ ପାଇଁ ବିଶେଷଜ୍ଞଙ୍କ ପରାମର୍ଶ । ରାଜ୍ୟ ସରକାର କହିଲେ, ଏଯାଏଁ ଆସିନି ମରୁଡ଼ି ସ୍ଥିତି । ସ୍ଥିତି ଉପରେ ନଜର ରଖିଛୁ, ଆବଶ୍ୟକ ହେଲେ ପଦକ୍ଷେପ ନିଆଯିବ ।
ସରକାରୀ ଡାକ୍ତରଙ୍କୁ ଘାରିଛି ଅର୍ଥ ଲୋଭ। ଭିମ୍ସାରର ଜଣେ ଡାକ୍ତର ରୋଗୀଙ୍କ ପରିଜନଙ୍କୁ ପ୍ରବର୍ତ୍ତାଇ ବୁର୍ଲାରୁ ସମ୍ବଲପୁରର ଏକ ଘରୋଇ ଡାକ୍ତରଖାନା ସ୍ଥାନ୍ତାନ୍ତର କରିଥିବା ବେଳେ ଚିକିତ୍ସାରେ ଅବହେଳା ଯୋଗୁ ରୋଗୀ ଭିନ୍ନକ୍ଷମ ହୋଇଯାଇଥିଲେ ।