sweeps
Advertisment
ବାଲେଶ୍ୱର : ବାଲେଶ୍ୱର ଜିଲ୍ଲାର ଚାନ୍ଦିପୁର ବେଳାଭୂମିକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ଅଣ୍ଟା ଭିଡିଲେ ଛାତ୍ରଛାତ୍ରୀ। ଜିଲ୍ଲା ଓ ପୁଲିସ ପ୍ରଶାସନ ପକ୍ଷରୁ ଏହି ପ୍ରୟାସରେ ହଜାରରୁ ଅଧିକ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ। ଏନସିସି କ୍ୟାଡେଟଙ୍କ ସମେତ ବିଭିନ୍ନ ସ୍କୁଲ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ।
Advertisment
ଏକ ସମୟରେ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହି ଚାନ୍ଦିପୁର ବିଚ୍ରୁ ଅଳିଆ ଆବର୍ଜନା ଉଠାଇଥିଲେ । ବେଳାଭୁମିକୁ ସ୍ୱଚ୍ଛ ରଖିବା ଏବଂ ପ୍ଲାଷ୍ଟିକ ମୁକ୍ତ କରିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/sweeps_1626687933.jpg)