/odishatv-khabar/media/post_attachments/uploadimage/library/16_9/16_9_0/school-1-1_1625166842.jpg)
Unlock-6 Guideline for Odisha
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଅନ୍ଲକ୍-୬ ଗାଇଡ୍ଲାଇନ୍ ଆଜି ଜାରି ହୋଇଛି। ନଭେମ୍ବର ପାଇଁ ଏହି ଅନ୍ଲକ୍-୬ ଗାଇଡ୍ଲାଇନ୍ ଜାରି ହୋଇଛି।
Advertisment
ରାଜ୍ୟରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ୍। ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ନବମରୁ ଦ୍ୱାଦଶ ଶ୍ରେଣୀ ବ୍ୟତୀତ ନଭେମ୍ବର ୩୦ ଯାଏ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ SOP ଅନୁସାରେ ସ୍କୁଲ୍ ଖୋଲିବାକୁ ଅନୁମତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)