ଆସିଲା ଅନ୍ଲକ୍-୬ ଗାଇଡ୍ଲାଇନ୍ସ: ଜାଣନ୍ତୁ ଓଡ଼ିଶାରେ କେବେ ଖୋଲିବ ସ୍କୁଲ...
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଅନ୍ଲକ୍-୬ ଗାଇଡ୍ଲାଇନ୍ ଆଜି ଜାରି ହୋଇଛି। ନଭେମ୍ବର ପାଇଁ ଏହି ଅନ୍ଲକ୍-୬ ଗାଇଡ୍ଲାଇନ୍ ଜାରି ହୋଇଛି। ରାଜ୍ୟରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ୍। ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ନବମରୁ ଦ୍ୱାଦଶ ଶ୍ରେଣୀ ବ୍ୟତୀତ ନଭେମ୍ବର ୩୦ ଯାଏ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ SOP ଅନୁସାରେ ସ୍କୁଲ୍ ଖୋଲିବାକୁ ଅନୁମତି। ପଢ଼ନ୍ତୁ: ନଭେମ୍ବର ପାଇଁ ଅନ୍ଲକ୍-୬ […]
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଅନ୍ଲକ୍-୬ ଗାଇଡ୍ଲାଇନ୍ ଆଜି ଜାରି ହୋଇଛି। ନଭେମ୍ବର ପାଇଁ ଏହି ଅନ୍ଲକ୍-୬ ଗାଇଡ୍ଲାଇନ୍ ଜାରି ହୋଇଛି।
ରାଜ୍ୟରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ୍। ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ନବମରୁ ଦ୍ୱାଦଶ ଶ୍ରେଣୀ ବ୍ୟତୀତ ନଭେମ୍ବର ୩୦ ଯାଏ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ SOP ଅନୁସାରେ ସ୍କୁଲ୍ ଖୋଲିବାକୁ ଅନୁମତି।
ପଢ଼ନ୍ତୁ: ନଭେମ୍ବର ପାଇଁ ଅନ୍ଲକ୍-୬ ଗାଇଡ୍ ଲାଇନ୍ ଜାରି