encounter
Advertisment
ମାଲକାନଗିରି(ଜିତେନ୍ଦ୍ର ବେଉରା): ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି।
Advertisment
ଛତିଶଗଡ଼ ସୁକ୍ମା ଜିଲ୍ଲା ବିମାପୁରମ୍ରେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଏନ୍କାଉଣ୍ଟର ହୋଇଥିଲା। ଘଟଣାସ୍ଥଳରୁ ଗୋଟିଏ ଇନ୍ସାସ୍, ୨ଟି ଥ୍ରି ନଟ୍ ଥ୍ରି ରାଇଫଲ୍ ଜବତ ହୋଇଛି।
ଏବେ ବି ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/encounter-123_1626759177.jpg)