Advertisment

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ କଂଗ୍ରେସ ନେତା ମହମ୍ମଦ ମୋକିମ୍‌, କରୋନା ପଜିଟିଭ୍‌ ଚିହ୍ନଟ

କଟକ: ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ୍‌ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ସେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଟ୍ୱିଟ୍‌ କରି ସେ ଏହି ସୂଚନା ଦେଇଛନ୍ତି। ଟ୍ୱିଟ୍‌ କରି ମୋକିମ୍‌ କହିଛନ୍ତି, RT PCR ରିପୋର୍ଟ ଅନୁସାରେ ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଫଳରେ ଡାକ୍ତରଙ୍କ ପରାମର୍ଶ କ୍ରମେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛି। ଶୀଘ୍ର ଆରୋଗ୍ୟ ପାଇଁ ଆପଣମାନଙ୍କ ଆଶୀର୍ବାଦ ଚାହୁଁଛି। I have tested #covid19 positive […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି

କଟକ: ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ୍‌ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ସେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଟ୍ୱିଟ୍‌ କରି ସେ ଏହି ସୂଚନା ଦେଇଛନ୍ତି।

Advertisment

ଟ୍ୱିଟ୍‌ କରି ମୋକିମ୍‌ କହିଛନ୍ତି, RT PCR ରିପୋର୍ଟ ଅନୁସାରେ ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଫଳରେ ଡାକ୍ତରଙ୍କ ପରାମର୍ଶ କ୍ରମେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛି। ଶୀଘ୍ର ଆରୋଗ୍ୟ ପାଇଁ ଆପଣମାନଙ୍କ ଆଶୀର୍ବାଦ ଚାହୁଁଛି।

Advertisment

Advertisment
Advertisment