Advertisment

ପୋଲିସ କର୍ମଚାରୀଙ୍କ ହେଲା ସେରୋଲୋଜିକାଲ ସର୍ଭେ

ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲ୍ଲା ପଛକୁ ରହିଛି ଖୋର୍ଦ୍ଧା ଜିଲ୍ଲା। ଖୋର୍ଦ୍ଧା ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୧୫ ରହିଛି। ସେଥିମଧ୍ୟରୁ ୩୨୧୭ କେବଳ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି। ଏଭଳି ପରିସ୍ଥିତିରେ କରୋନାକୁ ରୋକିବା ପାଇଁ ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ର ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଉଥିବା ବେଳେ ଆଗ ଧାଡ଼ିର ଯୋଦ୍ଧା ସାଜିଛନ୍ତି ପୋଲିସ । ଏନେଇ ଭୁବନେଶ୍ୱର ପୋଲିସ ଭବନରେ ସମସ୍ତ ପୋଲିସ କର୍ମଚାରୀଙ୍କ ସେରୋଲୋଜିକାଲ […]

ଅଦ୍ୟତନ ହୋଇଛି
ପୋଲିସ କର୍ମଚାରୀଙ୍କ ହେଲା ସେରୋଲୋଜିକାଲ ସର୍ଭେ

police333

Advertisment

ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲ୍ଲା ପଛକୁ ରହିଛି ଖୋର୍ଦ୍ଧା ଜିଲ୍ଲା। ଖୋର୍ଦ୍ଧା ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୧୫ ରହିଛି। ସେଥିମଧ୍ୟରୁ ୩୨୧୭ କେବଳ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି। ଏଭଳି ପରିସ୍ଥିତିରେ କରୋନାକୁ ରୋକିବା ପାଇଁ ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ର ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଉଥିବା ବେଳେ ଆଗ ଧାଡ଼ିର ଯୋଦ୍ଧା ସାଜିଛନ୍ତି ପୋଲିସ । ଏନେଇ ଭୁବନେଶ୍ୱର ପୋଲିସ ଭବନରେ ସମସ୍ତ ପୋଲିସ କର୍ମଚାରୀଙ୍କ ସେରୋଲୋଜିକାଲ ସର୍ଭେ କରାଯାଇଛି।

Advertisment

publive-image

ଗତକାଲି ଏହି ସେରୋଲୋଜିକାଲ ସର୍ଭେ କରାଯାଇଛି। ଏଥିପାଇଁ RMRC ନିର୍ଦ୍ଦେଶକ ଡକ୍ଟର ସଂଘମିତ୍ରା ପତିଙ୍କୁ ପୋଲିସ ବିଭାଗ ତରଫରୁ ଧନ୍ୟବାଦ ଦିଆଯାଇଛି । ରିପୋର୍ଟ ଆସିବା ପରେ ପୋଲିସ କର୍ମଚାରୀଙ୍କୁ କିପରି ମୁତୟନ କରାଯିବ, ସେଥିପାଇଁ ନୂଆ ରୂପରେଖ ପ୍ରସ୍ତୁତ କରାଯିବ ବୋଲି କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ