Advertisment

କଟକରେ ଆରମ୍ଭ ହେଲା ସେରୋ ସର୍ଭେ

କଟକ: ଆଜିଠାରୁ କଟକ ସହରରେ ଆରମ୍ଭ ହୋଇଛି ସେରୋ ସର୍ଭେ।  ପ୍ରଥମ ପର୍ଯ୍ୟାୟରେ ସହରର ୨୫ଟି ଓ୍ୱାର୍ଡରେ ଏହି ସର୍ଭେ କରାଯିବ। ପ୍ରତି ଓ୍ୱାର୍ଡରୁ ୭୦ ଜଣଙ୍କର ସାମ୍ପଲ ନିଆଯିବ ଏବଂ ଯେଉଁମାନେ ସାମ୍ପଲ ଦେବେ ସେମାନଙ୍କ ନାଁ  ଗୋପନ ରଖାଯିବ ବୋଲି ନିଷ୍ପତ୍ତି ହୋଇଛି। ସିଏମ୍‌ସି ପକ୍ଷରୁ ଏଥିପାଇଁ ଏକ ଟିମ୍ ଗଠନ କରାଯାଇଛି। ଏହି ଟିମ୍‌ରେ ଓ୍ୱାର୍ଡ ଅଫିସର, ସ୍ୱାସ୍ଥ୍ୟ କର୍ମୀ, ଏ.ଏନ.ଏମ, ଅଙ୍ଗନବାଡ଼ି କର୍ମୀ, ସାନିଟାରି ଇନିସ୍ପେର ସାମିଲ ହୋଇଛନ୍ତି। ସେରୋ ସର୍ଭେ […]

କଟକରେ ଆରମ୍ଭ ହେଲା ସେରୋ ସର୍ଭେ

sero-survey

Advertisment

କଟକ: ଆଜିଠାରୁ କଟକ ସହରରେ ଆରମ୍ଭ ହୋଇଛି ସେରୋ ସର୍ଭେ।  ପ୍ରଥମ ପର୍ଯ୍ୟାୟରେ ସହରର ୨୫ଟି ଓ୍ୱାର୍ଡରେ ଏହି ସର୍ଭେ କରାଯିବ। ପ୍ରତି ଓ୍ୱାର୍ଡରୁ ୭୦ ଜଣଙ୍କର ସାମ୍ପଲ ନିଆଯିବ ଏବଂ ଯେଉଁମାନେ ସାମ୍ପଲ ଦେବେ ସେମାନଙ୍କ ନାଁ  ଗୋପନ ରଖାଯିବ ବୋଲି ନିଷ୍ପତ୍ତି ହୋଇଛି।

Advertisment

ସିଏମ୍‌ସି ପକ୍ଷରୁ ଏଥିପାଇଁ ଏକ ଟିମ୍ ଗଠନ କରାଯାଇଛି। ଏହି ଟିମ୍‌ରେ ଓ୍ୱାର୍ଡ ଅଫିସର, ସ୍ୱାସ୍ଥ୍ୟ କର୍ମୀ, ଏ.ଏନ.ଏମ, ଅଙ୍ଗନବାଡ଼ି କର୍ମୀ, ସାନିଟାରି ଇନିସ୍ପେର ସାମିଲ ହୋଇଛନ୍ତି। ସେରୋ ସର୍ଭେ କରିବା ଦ୍ୱାରା ସହରରେ ରୋଗ ପ୍ରତିଷେଧକ ଶକ୍ତି ବା ଆଣ୍ଟିବଡ଼ି କେତେ ବିକଶିତ ହୋଇଛି ଜଣାପଡିଥାଏ। ଏହି ସର୍ଭେ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଚାଲିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ