Advertisment

କଟକ ସହରରେ ୪୬.୩୯% ଲୋକଙ୍କ ଠାରେ ବିକଶିତ ହୋଇଛି ଆଣ୍ଟିବଡି

କଟକ: କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ବିକଶତି ହୋଇଛି। RMRC ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟରୁ ଏଭଳି ତଥ୍ୟ ରଜଣାପଡ଼ିଛି ବୋଲି RMRC ନିର୍ଦ୍ଦେଶିକା ସଂଘମିତ୍ରା ପତି ସୂଚନା ଦେଇଛନ୍ତି। କଟକ ସହରରେ ମୋଟ ୨୨୭୪ ଜଣଙ୍କ ଠାରୁ ସାମ୍ପଲ ନିଆଯାଇଥିଲା। ୨୫ଟି ୱାର୍ଡରୁ ୧୬୩୪, ସମ୍ବେଦନଶୀଳ ଗୋଷ୍ଠୀରୁ ୬୪୦ ସାମ୍ପଲ ନିଆଯାଇଥିଲା। ୨୫ଟି ୱାର୍ଡରୁ ସଂଗୃହୀତ ସାମ୍ପଲରୁ ୪୧.୦୮% ଆଣ୍ଟିବଡି ବିକଶତି ହୋଇଥିବା ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେହିପରି […]

କଟକ ସହରରେ ୪୬.୩୯% ଲୋକଙ୍କ ଠାରେ ବିକଶିତ ହୋଇଛି ଆଣ୍ଟିବଡି

coronavirus-2

Advertisment

କଟକ: କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ବିକଶତି ହୋଇଛି। RMRC ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟରୁ ଏଭଳି ତଥ୍ୟ ରଜଣାପଡ଼ିଛି ବୋଲି RMRC ନିର୍ଦ୍ଦେଶିକା ସଂଘମିତ୍ରା ପତି ସୂଚନା ଦେଇଛନ୍ତି।

Advertisment

କଟକ ସହରରେ ମୋଟ ୨୨୭୪ ଜଣଙ୍କ ଠାରୁ ସାମ୍ପଲ ନିଆଯାଇଥିଲା। ୨୫ଟି ୱାର୍ଡରୁ ୧୬୩୪, ସମ୍ବେଦନଶୀଳ ଗୋଷ୍ଠୀରୁ ୬୪୦ ସାମ୍ପଲ ନିଆଯାଇଥିଲା। ୨୫ଟି ୱାର୍ଡରୁ ସଂଗୃହୀତ ସାମ୍ପଲରୁ ୪୧.୦୮% ଆଣ୍ଟିବଡି ବିକଶତି ହୋଇଥିବା ସଂଘମିତ୍ରା ପତି ସୂଚନା ଦେଇଛନ୍ତି।

ସେହିପରି ସମ୍ବେଦନଶୀଳ ଗୋଷ୍ଠୀରୁ ସଂଗୃହୀତ ସାମ୍ପଲରୁ ୫୬.୪% ଆଣ୍ଟିବଡି ବିକଶିତ ହୋଇଥିବା ବେଳେ ୧୬ ନଂ ୱାର୍ଡରୁ ସର୍ବନିମ୍ନ ୨୨%, ୪୭ ନଂ ୱାର୍ଡରୁ ସର୍ବାଧିକ ୬୭%, ଅଳ୍ପ ବୟସ୍କଙ୍କ ଭିତରେ ଆଣ୍ଟିବଡି ବେଶି ବିକଶିତ ହୋଇଥିବା ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ