/odishatv-khabar/media/media_files/2025/12/27/sikharchandi-2025-12-27-10-25-08.jpg)
Sikharchandi Photograph: (OTV)
ହାତୀ ପାଇଁ ଶିଖରଚଣ୍ଡୀ ବନ୍ଦ। ଭୁବନେଶ୍ୱର ଶିଖରଚଣ୍ଡୀ ପାହାଡ଼ରେ ୨ ଦନ୍ତା ବୁଲୁଥିବାରୁ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗ ପଦକ୍ଷେପ ନେଇଛି। ବନ୍ଦ କରାଯାଇଛି ଶିଖରଚଣ୍ଡୀ ପୀଠ। ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିବ ଶିଖରଚଣ୍ଡୀ ପୀଠ। ମନ୍ଦିର ପ୍ରବେଶ ଗେଟରେ ତାଲା ପକାଇଲା ବନ ବିଭାଗ।
ପର୍ଯ୍ୟଟନ ଋତୁ ଥିବାରୁ ଶିଖରଚଣ୍ଡୀରେ ହେଉଥିଲା ପର୍ଯ୍ୟଟକଙ୍କ ଭିଡ଼। ଲୋକଙ୍କ ସୁରକ୍ଷା ନେଇ ଇନଫୋସିଟି ଥାନାକୁ ଅବଗତ କରିଛି ବନ ବିଭାଗ। ଗତ ୫ ଦିନ ହେଲା ଶିଖରଚଣ୍ଡୀ ପାହଡ଼ରେ ବୁଲୁଛନ୍ତି ୨ଟି ହାତୀ।
ଭୁବନେଶ୍ୱର ଶିଖରଚଣ୍ଡୀ ପାହଡ଼ରେ ୨ ଦନ୍ତା ହାତୀ ବୁଲିବା ଘଟଣା
ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ
ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗର ପଦକ୍ଷେପ
ମନ୍ଦିର ପ୍ରବେଶ ଗେଟ୍ରେ ତାଲା ପକାଇଲା ବନ ବିଭାଗ
ପର୍ଯ୍ୟଟନ ଋତୁ ଥିବାରୁ ଶିଖରଚଣ୍ଡୀରେ ହେଉଥିଲା ପର୍ଯ୍ୟଟକଙ୍କ ଭିଡ଼
ଲୋକଙ୍କ ସୁରକ୍ଷା ନେଇ ଇନ୍ଫୋସିଟି ଥାନାକୁ ଅବଗତ କଲା ବନ ବିଭାଗ
ଗତ ୫ ଦିନ ହେଲା ଶିଖରଚଣ୍ଡୀ ପାହଡ଼ରେ ବୁଲୁଛନ୍ତି ହାତୀ
Vegetable Shop Fire Kills Shopkeeper: ପରିବା ଦୋକାନରେ ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

CEC Arrives in Bhubaneswar: ଭୁବନେଶ୍ବରରେ ECI, ମହାପ୍ରଭୁଙ୍କ ଦର୍ଶନ ପରେ କୋଣାର୍କ ଯିବେ

World-Famous Dhanu Jatra: କଂସର ରାଜ୍ୟରେ ଜନ୍ମ ନେଲେ କାଳ!

Vigilance Raid on Semiliguda Forester: ଫରେଷ୍ଟରଙ୍କ ଘରୁ ପୁଳାପୁଳା ସୁନା, ବିଡ଼ାବିଡ଼ା ଟଙ୍କା ଜବତ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)