Advertisment

Shikharchandi Shrine Closed: ପର୍ଯ୍ୟଟକଙ୍କ ପାଇଁ ଶିଖରଚଣ୍ଡୀ ବନ୍ଦ, ମନ୍ଦିର ଗେଟ୍‌ରେ ପଡିଲା ତାଲା

ହାତୀ ପାଇଁ ଶିଖରଚଣ୍ଡୀ ବନ୍ଦ। ଭୁବନେଶ୍ୱର ଶିଖରଚଣ୍ଡୀ ପାହାଡ଼ରେ ୨ ଦନ୍ତା ବୁଲୁଥିବାରୁ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗ ପଦକ୍ଷେପ ନେଇଛି। ବନ୍ଦ କରାଯାଇଛି ଶିଖରଚଣ୍ଡୀ ପୀଠ।

Sikharchandi

Sikharchandi Photograph: (OTV)

Advertisment

ହାତୀ ପାଇଁ ଶିଖରଚଣ୍ଡୀ ବନ୍ଦ। ଭୁବନେଶ୍ୱର ଶିଖରଚଣ୍ଡୀ ପାହାଡ଼ରେ ୨ ଦନ୍ତା ବୁଲୁଥିବାରୁ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗ ପଦକ୍ଷେପ ନେଇଛି। ବନ୍ଦ କରାଯାଇଛି ଶିଖରଚଣ୍ଡୀ ପୀଠ। ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିବ ଶିଖରଚଣ୍ଡୀ ପୀଠ। ମନ୍ଦିର ପ୍ରବେଶ ଗେଟରେ ତାଲା ପକାଇଲା ବନ ବିଭାଗ। 

Advertisment

ପର୍ଯ୍ୟଟନ ଋତୁ ଥିବାରୁ ଶିଖରଚଣ୍ଡୀରେ ହେଉଥିଲା ପର୍ଯ୍ୟଟକଙ୍କ ଭିଡ଼। ଲୋକଙ୍କ ସୁରକ୍ଷା ନେଇ ଇନଫୋସିଟି ଥାନାକୁ ଅବଗତ କରିଛି ବନ ବିଭାଗ। ଗତ ୫ ଦିନ ହେଲା ଶିଖରଚଣ୍ଡୀ ପାହଡ଼ରେ ବୁଲୁଛନ୍ତି ୨ଟି ହାତୀ।

ଭୁବନେଶ୍ୱର ଶିଖରଚଣ୍ଡୀ ପାହଡ଼ରେ ୨ ଦନ୍ତା ହାତୀ ବୁଲିବା ଘଟଣା
ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ
ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗର ପଦକ୍ଷେପ
ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ
ପର୍ଯ୍ୟଟନ ଋତୁ ଥିବାରୁ ଶିଖରଚଣ୍ଡୀରେ ହେଉଥିଲା ପର୍ଯ୍ୟଟକଙ୍କ ଭିଡ଼
ଲୋକଙ୍କ ସୁରକ୍ଷା ନେଇ ଇନ୍‌ଫୋସିଟି ଥାନାକୁ ଅବଗତ କଲା ବନ ବିଭାଗ
ଗତ ୫ ଦିନ ହେଲା ଶିଖରଚଣ୍ଡୀ ପାହଡ଼ରେ ବୁଲୁଛନ୍ତି ହାତୀ

Advertisment
Bhubaneswar
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ