rorkela
ଭୁବନେଶ୍ୱର: ସ୍ୱାଧୀନତା ଦିବସ ପାଇଁ ୪ ଜିଲ୍ଲା ଓ ରାଉରକେଲା ସହରରେ ସଟ୍ଡାଉନ କଟକଣାକୁ କିଛି ଘଣ୍ଟା ପାଇଁ କୋହଳ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା- ଗଂଜାମ, ଖୋର୍ଦ୍ଧା, ଗଜପତି ଓ କଟକ। ଏହି ସହର ଓ ସହରଗୁଡ଼ିକରେ ଅଗଷ୍ଟ ୧୫ ତାରିଖ ଦିନ କିଛି ଘଣ୍ଟା କୋହଳ ରହିବ ସପ୍ତାହାନ୍ତ ସଟ୍ଡାଉନ।
ନିଜ ଅଞ୍ଚଳରେ ପତାକା ଉତ୍ତୋଳନ ପାଇଁ ୧୫ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ କଟକଣା କୋହଳ କରାଯାଇଛି।
ସର୍ତ୍ତମୂଳକ ଭାବେ ପତାକା ଉତ୍ତୋଳନ ପାଇଁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ସ୍ଥାନରେ ୧୦ରୁ ଅଧିକ ଲୋକ ଏକାଠି ନହେବାକୁ ନିର୍ଦ୍ଦେଶ ଦେବା ସହିତ ସାମାଜିକ ଦୂରତ୍ୱ ମାନିବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rorkela_1625440203.jpg)