q1
Advertisment
ଭୁବନେଶ୍ୱର: ଶିଖ୍ ସମ୍ପ୍ରଦାୟର ଆନ୍ତର୍ଜାତିକ ସଂସ୍ଥା ‘ଖାଲସା ଏଡ୍’ ବାତ୍ୟା ବିପନ୍ନଙ୍କୁ ସହାୟତାର ହାତ ବଢ଼ାଇଛନ୍ତି। ଭୁବନେଶ୍ୱର ସ୍ଥିତ ଗୁରୁଦ୍ୱାର ସିଂହ ସଭା ସଂଗଠନ ସହାୟତାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ବିପନ୍ନଙ୍କୁ ଖାଦ୍ୟ ଯୋଗାଇ ଦିଆଯାଉଛି।
Advertisment
ଗତ ଶନିବାର ଠାରୁ ଏହି ସଂସ୍ଥା ଦ୍ୱାରା ଭୁବନେଶ୍ୱର ଓ ପୁରୀରେ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି। ପୁରୀରେ ପ୍ରାୟ ୫ ହଜାର ଲୋକଙ୍କ ପାଇଁ ଫ୍ରି କିଚେନ୍ ଆରମ୍ଭ ହୋଇଛି।
ପୁରୀରେ ଜିଲ୍ଲା ପ୍ରଶାସନର ସହାୟତାରେ ଏହି ସଂଗଠନ ପକ୍ଷରୁ ବିପନ୍ନଙ୍କୁ ଖାଦ୍ୟ ଯୋଗାଇ ଦିଆଯାଉଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/q1-1_1626428814.jpg)