Advertisment

ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ବାରିପଦା: ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ। କରୋନା କଟକଣା ଭିତରେ ଶିମିଳିପାଳ ଅଭୟାରଣ୍ୟ ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ପିଠାବଟା ପଟରୁ ୨୫ ଓ ଯଶୀପୁର କାଳିଆଣି ପଟୁ ୩୫ ଗାଡ଼ିକୁ ଅନୁମତି ମିଳିବ। ସକାଳ ୬ଟାରୁ ୯ଟା ଭିତରେ ପ୍ରବେଶ ପାଇଁ ଅନୁମତି ଦେବାକୁ ନିଷ୍ପତ୍ତି ହୋଇଛି। ଗୁଡ଼ୁଗୁଡ଼ିଆ, ରାମତୀର୍ଥ, ବରେହିପାଣି ଓ ଜାମୁଆଣିରେ ରାତ୍ରିଯାପନ ସୁବିଧା ରହିଛି।

author-image
Abinash Pati
ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

tiger

ବାରିପଦା: ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ। କରୋନା କଟକଣା ଭିତରେ ଶିମିଳିପାଳ ଅଭୟାରଣ୍ୟ ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ପିଠାବଟା ପଟରୁ ୨୫ ଓ ଯଶୀପୁର କାଳିଆଣି ପଟୁ ୩୫ ଗାଡ଼ିକୁ ଅନୁମତି ମିଳିବ।Similipal Tiger Reserve to remain closed from June 16 | National

Advertisment

ସକାଳ ୬ଟାରୁ ୯ଟା ଭିତରେ ପ୍ରବେଶ ପାଇଁ ଅନୁମତି ଦେବାକୁ ନିଷ୍ପତ୍ତି ହୋଇଛି। ଗୁଡ଼ୁଗୁଡ଼ିଆ, ରାମତୀର୍ଥ, ବରେହିପାଣି ଓ ଜାମୁଆଣିରେ ରାତ୍ରିଯାପନ ସୁବିଧା ରହିଛି।

Simlipal National Park - Wikipedia

Advertisment
Advertisment