Advertisment

ପାଣି ଓ ବିଦ୍ୟୁତ୍‌ ପାଇଁ ରାଜଧାନୀରେ ରାସ୍ତାରୋକ

ଭୁବନେଶ୍ୱର: ପାଣି ଓ ବିଦ୍ୟୁତ୍‌ ଯୋଗାଣରେ ବିଳମ୍ବ ହେବା ପ୍ରତିବାଦରେ ଭୁବନେଶ୍ୱର ଗ୍ୟାରେଜ୍‌ ଛକରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଛନ୍ତି। ସାମୁଦ୍ରିକ ଝଡ଼ ‘ଫୋନି’ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ଏପର୍ଯ୍ୟନ୍ତ ସେମାନଙ୍କୁ ମ୍ୟୁନିସିପାଲଟି ପକ୍ଷରୁ ପାଣି ଯୋଗାଣ କରାଯାଇନଥିବା ଲୋକେ ଅଭିଯୋଗ କରିଛନ୍ତି। ସେହିପରି ବିଦ୍ୟୁତ୍‌ ଯୋଗାଣରେ ମଧ୍ୟ ବିଳମ୍ବ ହେଉଥିବା ଆନ୍ଦୋଳନକାରୀ ଅଭିଯୋଗ କରିଛନ୍ତି।

author-image
Rosalin Rath
ପାଣି ଓ ବିଦ୍ୟୁତ୍‌ ପାଇଁ ରାଜଧାନୀରେ ରାସ୍ତାରୋକ

q1

ଭୁବନେଶ୍ୱର: ପାଣି ଓ ବିଦ୍ୟୁତ୍‌ ଯୋଗାଣରେ ବିଳମ୍ବ ହେବା ପ୍ରତିବାଦରେ ଭୁବନେଶ୍ୱର ଗ୍ୟାରେଜ୍‌ ଛକରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଛନ୍ତି।

Advertisment

ସାମୁଦ୍ରିକ ଝଡ଼ ‘ଫୋନି’ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ଏପର୍ଯ୍ୟନ୍ତ ସେମାନଙ୍କୁ ମ୍ୟୁନିସିପାଲଟି ପକ୍ଷରୁ ପାଣି ଯୋଗାଣ କରାଯାଇନଥିବା ଲୋକେ ଅଭିଯୋଗ କରିଛନ୍ତି।

ସେହିପରି ବିଦ୍ୟୁତ୍‌ ଯୋଗାଣରେ ମଧ୍ୟ ବିଳମ୍ବ ହେଉଥିବା ଆନ୍ଦୋଳନକାରୀ ଅଭିଯୋଗ କରିଛନ୍ତି।

Advertisment
Advertisment
Advertisment