Advertisment

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବ। ଦିନ ପ୍ରାୟ ୧୧ଟାରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏଥିରେ ୨୦୧୯-୨୦ ପାଇଁ ଶ୍ରୀମନ୍ଦିର ବଜେଟ୍‌ ଉପସ୍ଥାପନ ହେବ। ଏହାସହ ସେବାୟତଙ୍କ ବିକାଶ, କର୍ପସ ଫଣ୍ଡ ବୃଦ୍ଧି, ଶ୍ରୀମନ୍ଦିରରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ଆଲୋଚନା ହେବ। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରାଶାସକ ପ୍ରଦୀପ୍ତ ମହାପାତ୍ରଙ୍କ ସହ ଜିଲ୍ଲାପାଳ, ପୁରୀ ଏସ୍‌ପି ଓ ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ […]

author-image
Jyotsnamayee Pradhan
ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 

jagannatha-temple

ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବ। ଦିନ ପ୍ରାୟ ୧୧ଟାରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏଥିରେ ୨୦୧୯-୨୦ ପାଇଁ ଶ୍ରୀମନ୍ଦିର ବଜେଟ୍‌ ଉପସ୍ଥାପନ ହେବ। ଏହାସହ ସେବାୟତଙ୍କ ବିକାଶ, କର୍ପସ ଫଣ୍ଡ ବୃଦ୍ଧି, ଶ୍ରୀମନ୍ଦିରରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ଆଲୋଚନା ହେବ।

Advertisment

ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରାଶାସକ ପ୍ରଦୀପ୍ତ ମହାପାତ୍ରଙ୍କ ସହ ଜିଲ୍ଲାପାଳ, ପୁରୀ ଏସ୍‌ପି ଓ ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିବେ।

Advertisment
Advertisment