jagannatha-temple
Advertisment
ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବ। ଦିନ ପ୍ରାୟ ୧୧ଟାରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏଥିରେ ୨୦୧୯-୨୦ ପାଇଁ ଶ୍ରୀମନ୍ଦିର ବଜେଟ୍ ଉପସ୍ଥାପନ ହେବ। ଏହାସହ ସେବାୟତଙ୍କ ବିକାଶ, କର୍ପସ ଫଣ୍ଡ ବୃଦ୍ଧି, ଶ୍ରୀମନ୍ଦିରରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ଆଲୋଚନା ହେବ।
Advertisment
ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରାଶାସକ ପ୍ରଦୀପ୍ତ ମହାପାତ୍ରଙ୍କ ସହ ଜିଲ୍ଲାପାଳ, ପୁରୀ ଏସ୍ପି ଓ ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/jagannatha-temple-12_1626757988.jpg)