/odishatv-khabar/media/post_attachments/uploadimage/library/16_9/16_9_0/election-89_1626758110.jpg)
election
ଭୁବନେଶ୍ୱର: ଆସନ୍ତା ମାସରେ ଲୋକସଭା ଓ ବିଧାନସଭା ନିର୍ବାଚନ ହେବ। ତେବେ ନିର୍ବାଚନ ସମୟରେ ଅନିୟମିତତା ରୋକିବାକୁ ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଗତକାଲି ଏକ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଖୋଲାଯାଇଛି। ଏହି କଣ୍ଟ୍ରୋଲ୍ ରୁମ ନମ୍ବର ହେଉଛି ୦୬୭୪-୨୩୯୫୦୧୫।
Advertisment
ନିର୍ବାଚନରେ କୌଣସି ଅନିୟମିତତା କିମ୍ବା ଆଦର୍ଶ ଆଚରଣବିଧି ଉଲ୍ଲଂଘନ ସମ୍ପର୍କୀତ ସୂଚନା ବା ଅଭିଯୋଗ ନେଇ ସାଧାରଣ ଲୋକେ ଏହି ନମ୍ବରରେ ଜଣାଇ ପାରିବେ। ଅଭିଯୋଗ ପାଇବା ପରେ ତୁରନ୍ତ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)