Advertisment

ନିର୍ବାଚନରେ ଅନିୟମିତତା ରୋକିବାକୁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ୍‌ ରୁମ୍

ଭୁବନେଶ୍ୱର: ଆସନ୍ତା ମାସରେ ଲୋକସଭା ଓ ବିଧାନସଭା ନିର୍ବାଚନ ହେବ। ତେବେ ନିର୍ବାଚନ ସମୟରେ ଅନିୟମିତତା ରୋକିବାକୁ ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଗତକାଲି ଏକ ୨୪ ଘଣ୍ଟିଆ କଣ୍ଟ୍ରୋଲ୍‌ ରୁମ୍ ଖୋଲାଯାଇଛି। ଏହି କଣ୍ଟ୍ରୋଲ୍‌ ରୁମ ନମ୍ବର ହେଉଛି ୦୬୭୪-୨୩୯୫୦୧୫। ନିର୍ବାଚନରେ କୌଣସି ଅନିୟମିତତା କିମ୍ବା ଆଦର୍ଶ ଆଚରଣବିଧି ଉଲ୍ଲଂଘନ ସମ୍ପର୍କୀତ ସୂଚନା ବା ଅଭିଯୋଗ ନେଇ ସାଧାରଣ ଲୋକେ ଏହି ନମ୍ବରରେ ଜଣାଇ ପାରିବେ। ଅଭିଯୋଗ ପାଇବା ପରେ ତୁରନ୍ତ ଏହା ଉପରେ କାର୍ଯ୍ୟାନୁଷ୍ଠାନ […]

ନିର୍ବାଚନରେ ଅନିୟମିତତା ରୋକିବାକୁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ୍‌ ରୁମ୍

election

Advertisment

ଭୁବନେଶ୍ୱର: ଆସନ୍ତା ମାସରେ ଲୋକସଭା ଓ ବିଧାନସଭା ନିର୍ବାଚନ ହେବ। ତେବେ ନିର୍ବାଚନ ସମୟରେ ଅନିୟମିତତା ରୋକିବାକୁ ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଗତକାଲି ଏକ ୨୪ ଘଣ୍ଟିଆ କଣ୍ଟ୍ରୋଲ୍‌ ରୁମ୍ ଖୋଲାଯାଇଛି। ଏହି କଣ୍ଟ୍ରୋଲ୍‌ ରୁମ ନମ୍ବର ହେଉଛି ୦୬୭୪-୨୩୯୫୦୧୫।

Advertisment

ନିର୍ବାଚନରେ କୌଣସି ଅନିୟମିତତା କିମ୍ବା ଆଦର୍ଶ ଆଚରଣବିଧି ଉଲ୍ଲଂଘନ ସମ୍ପର୍କୀତ ସୂଚନା ବା ଅଭିଯୋଗ ନେଇ ସାଧାରଣ ଲୋକେ ଏହି ନମ୍ବରରେ ଜଣାଇ ପାରିବେ। ଅଭିଯୋଗ ପାଇବା ପରେ ତୁରନ୍ତ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ