Advertisment

Compulsory Retirement : ଅଧ୍ୟାପକଙ୍କ ଉପରେ ରାଜ୍ୟ ସରକାରଙ୍କ ବାଧ୍ୟତାମୂଳକ ଅବସର ଛାଟ

ଅଧ୍ୟାପକଙ୍କ ଉପରେ ରାଜ୍ୟ ସରକାରଙ୍କ ବାଧ୍ୟତାମୂଳକ ଅବସର ଛାଟ। ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ। ଜାନୁଆରୀ ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି।

author-image
Satyajeet Sahoo
Lecturers

ଅଧ୍ୟାପକଙ୍କ ଉପରେ ରାଜ୍ୟ ସରକାରଙ୍କ ବାଧ୍ୟତାମୂଳକ ଅବସର ଛାଟ। ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ କଡ଼ା ନିର୍ଦ୍ଦେଶନାମା ଜାରି କରିଛି ଉଚ୍ଚଶିକ୍ଷା ବିଭାଗ। ଜାନୁଆରୀ ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି ଜାରି ହୋଇଛି।

Advertisment

ଶିକ୍ଷା ମାନଦଣ୍ଡରେ ଉନ୍ନତି ସହ କାର୍ଯ୍ୟଶୈଳୀର ସମୀକ୍ଷା ପାଇଁ ପଦକ୍ଷେପ ନେବାକୁ କୁହାଯାଇଛି। ଲଗାଦାର ଖରାପ ପ୍ରଦର୍ଶନ କରୁଥିବା ଅଧ୍ୟାପକଙ୍କ ସମୀକ୍ଷା କରିବେ କଲେଜ କର୍ତ୍ତୃପକ୍ଷ। ଏନେଇ ସମସ୍ତ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର ଓ କଲେଜ୍ ପ୍ରିନ୍ସିପାଲଙ୍କୁ ଚିଠି ଲେଖିଛି ଉଚ୍ଚଶିକ୍ଷା ବିଭାଗ। 

Odisha Compulsory Retirement State Government Retirement
Advertisment
Related Articles
Advertisment