Advertisment

State Govt to Install Smart Meters: ସ୍ମାର୍ଟ ମିଟର ଲଗାଇବେ ସରକାର, ଖର୍ଚ୍ଚ ହେବ ୩୪୦ କୋଟି ଟଙ୍କା

ରାଜ୍ୟରେ ସ୍ମାର୍ଟ ମିଟର ଲଗାଇବେ ସରକାର। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି। ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ନିଷ୍ପତ୍ତି।

author-image
Chinmayee Sahoo
SMART-METER

SMART-METER Photograph: (OTV)

ରାଜ୍ୟରେ ସ୍ମାର୍ଟ ମିଟର ଲଗାଇବେ ସରକାର। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ଜାରି। ୨ କିଲୋ ୱାଟ ଯାଏଁ ଥିବା ୮.୭୫ ଲକ୍ଷ ମିଟରକୁ ବଦଳାଯାଇ ଲଗାଯିବ ସ୍ମାର୍ଟ ମିଟର। ଏହି ବାବଦକୁ ଖର୍ଚ୍ଚ ହେବ ୩୪୦ କୋଟି ଟଙ୍କା। ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି।

Advertisment

ନୂଆ ସଂଯୋଗରେ ସ୍ମାର୍ଟ ମିଟର ଲଗେଇବାକୁ ୮୮ କୋଟି ଖର୍ଚ୍ଚ ହେବ। ସ୍ମାର୍ଟ ମିଟର ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ ରହିବ। DISCOM ଦ୍ୱାରା କେବଳ ପରିଚାଳିତ ଏବଂ ରକ୍ଷଣାବେକ୍ଷଣ କରାଯିବ।

ରାଜ୍ୟରେ ସ୍ମାର୍ଟ ମିଟର ଲଗାଇବେ ସରକାର
କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି
୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ନିଷ୍ପତ୍ତି
୨ କିଲୋ ୱାଟ ଯାଏଁ ଥିବା ୮.୭୫ ଲକ୍ଷ ମିଟରକୁ ବଦଳାଇ ଲାଗିବ ସ୍ମାର୍ଟ ମିଟର
ଏହି ବାବଦକୁ ଖର୍ଚ୍ଚ ହେବ ୩୪୦ କୋଟି ଟଙ୍କା
ନୂଆ ସଂଯୋଗରେ ସ୍ମାର୍ଟ ମିଟର ଲଗେଇବାକୁ ୮୮ କୋଟି ଖର୍ଚ୍ଚ ହେବ
ସ୍ମାର୍ଟ ମିଟର ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ ରହିବ
DISCOM ଦ୍ୱାରା ପରିଚାଳିତ ଏବଂ ରକ୍ଷଣାବେକ୍ଷଣ କରାଯିବ

Advertisment
Smart Meter
Advertisment