ଅଦ୍ୟତନ ହୋଇଛି
rto
Advertisment
ଭୁବନେଶ୍ୱର; ଏଣିକି ଆର୍ଟିଓମାନେ ଦେଇପାରିବେ ଆନ୍ତଃରାଜ୍ୟ ବସ୍ ପରମିଟ୍। କରୋନାରେ ଗହଳି ଏଡ଼ାଇବାକୁ ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ପରିବହନ କମିଶନର। ଆବେଦନ ଦିନ ହିଁ ଆର୍ଟିଓମାନେ ଯଥା ସମ୍ଭବ ଅନୁମତି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।/odishatv-khabar/media/post_attachments/media/Eg_WgsHU0AIZDFf.png)
Advertisment
ପୂର୍ବୁର ଅନ୍ତଃରାଜ୍ୟ ବସ୍ ଚଳାଚଳ ପାଇଁ ସ୍ୱତନ୍ତ୍ର ପରମିଟ୍ ଦରକାର ପଡୁଥିଲା। ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ଠାରୁ ଏନେଇ ସ୍ୱତନ୍ତ୍ର ପରମିଟ୍ ଆଣିବାକୁ ପଡୁଥିଲା। କିନ୍ତୁ ଆର୍ଟିଓମାନେ ଅନ୍ତଃରାଜ୍ୟ ବସ ପରମିଟ୍ ଦେଇପାରିବେ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rto_1625362547.jpg)