Advertisment

Petrol Ban Lifted: PUCC ନ ଥିଲେ ବି ମିଳିବ ପେଟ୍ରୋଲ, ଚାଲାଣ ଭରିବାକୁ ବାଧ୍ୟ କରିପାରିବେନି ସରକାର

PUCC ନ ଥିଲେ ପେଟ୍ରୋଲ ମନା ନିର୍ଦ୍ଦେଶ ପ୍ରତ୍ୟାହୃତ। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର। ପେଟ୍ରୋଲ ପମ୍ପ୍ ଗୁଡ଼ିକ କେବଳ PUCC ପାଇଁ କହିପାରିବେ। ସମସ୍ତ ଚାଲାଣ ଭରିବାକୁ ବାଧ୍ୟ କରିପାରିବେ ନାହିଁ ସରକାର।

PUCC

PUCC Photograph: (OTV)

Advertisment

PUCC ନ ଥିଲେ ପେଟ୍ରୋଲ ମନା ନିର୍ଦ୍ଦେଶ ପ୍ରତ୍ୟାହୃତ। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର। ପେଟ୍ରୋଲ ପମ୍ପ୍ ଗୁଡ଼ିକ କେବଳ PUCC ପାଇଁ କହିପାରିବେ। ସମସ୍ତ ଚାଲାଣ ଭରିବାକୁ ବାଧ୍ୟ କରିପାରିବେ ନାହିଁ ସରକାର। 

Advertisment

ଏନେଇ ବାହାନ ପୋର୍ଟାଲରେ ସଂଶୋଧନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପୋର୍ଟାଲରେ ସଂଶୋଧନ ନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ବାହନ ପୋର୍ଟାଲରେ କୌଣସି ଚାଳକ ଯେପରି ଅସୁବିଧାର ସମ୍ମୁଖୀନ ନହୁଅନ୍ତି ତାହା ଉପରେ ପଦକ୍ଷେପ ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଏନେଇ ସ୍ୱତନ୍ତ୍ର ବିଜ୍ଞପ୍ତି ଜାରି କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଗୋଟିଏ ସପ୍ତାହ ପାରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Advertisment

Odisha Transport Dept Odisha Transport Minister Odisha High Court PUCC
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ