/odishatv-khabar/media/post_attachments/uploadimage/library/16_9/16_9_0/chan_1626692560.jpg)
chan
ଭୁବନେଶ୍ୱର: ଫୋନି ବାତ୍ୟା ବେଳେ ରାଜ୍ୟର ୧୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରଣ କରାଯାଇଥିବା ନେଇ ରାଜ୍ୟ ସରକାରଙ୍କ ଦାବି ଅବାସ୍ତବ । ଏହା କହିଛନ୍ତି ୧୯୯୯ ମହାବାତ୍ୟା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିବା ତଥା ବର୍ତ୍ତମାନର ବରିଷ୍ଠ ବିଜେପି ନେତା ଗିରିଧର ଗମାଙ୍ଗ । ଓଟିଭି ଖୋଲାକଥାକୁ ସ୍ୱତନ୍ତ୍ର ସାକ୍ଷାତକାର ଦେଇ ଗମାଙ୍ଗ କହିଛନ୍ତି, ୯୯ ମହାବାତ୍ୟା ବେଳେ ସୂଚନା ପ୍ରଯୁକ୍ତି ଏତେ ଶକ୍ତିଶାଳୀ ନ ଥିଲା। ତେବେ ଏହାର ୨୦ ବର୍ଷ ପରେ ବି ବାତ୍ୟାକୁ ନେଇ ରାଜ୍ୟ ସରକାର କଟକ-ଭୁବନେଶ୍ୱର ଲୋକଙ୍କୁ ଠିକ୍ରେ ସୂଚନା ଦେଇ ପାରି ନାହାନ୍ତି । ସେହିଭଳି ବାତ୍ୟା ମୁକାବିଲା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଭୂମିକା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଦୌ ବାହାବା କରି ନାହାନ୍ତି ବୋଲି ଗମାଙ୍ଗ କହିଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)