Advertisment

ହୋଟେଲ୍‌ରୁ ମିଳିଲା କୋଟିଏରୁ ଅଧିକ ଟଙ୍କାର ବ୍ରାଉନ୍‌ସୁଗର

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଏକ ହୋଟେଲରେ ପୋଲିସ୍‌ ରେଡ୍‌ କରି ୧ କେଜି ୧୦୫ ଗ୍ରାମ ବ୍ରାଉନ୍‌ସୁଗର ଜବତ କରିଛି। ଏହି ଘଟଣାରେ ପୋଲିସ୍‌ ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୮୫ ହଜାର ୬୮୦ ଟଙ୍କା ମଧ୍ୟ ଜବତ ହୋଇଛି। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଓ ପୋଲିସର ମିଳିତ ଚଢ଼ଉ ବେଳେ ଏତେ ପରିମାଣର ବ୍ରାଉନ୍‌ସୁଗର ଜବତ ହୋଇଛି।ଜବତ ବ୍ରାଉନ୍‌ସୁଗରର ଆନୁମାନିକ ମୂଲ୍ୟ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଜଣାପଡ଼ିଛି। […]

author-image
Rajalaxmi Sahoo
ହୋଟେଲ୍‌ରୁ ମିଳିଲା କୋଟିଏରୁ ଅଧିକ ଟଙ୍କାର ବ୍ରାଉନ୍‌ସୁଗର

brownsugar seized

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଏକ ହୋଟେଲରେ ପୋଲିସ୍‌ ରେଡ୍‌ କରି ୧ କେଜି ୧୦୫ ଗ୍ରାମ ବ୍ରାଉନ୍‌ସୁଗର ଜବତ କରିଛି। ଏହି ଘଟଣାରେ ପୋଲିସ୍‌ ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୮୫ ହଜାର ୬୮୦ ଟଙ୍କା ମଧ୍ୟ ଜବତ ହୋଇଛି।

Advertisment

କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଓ ପୋଲିସର ମିଳିତ ଚଢ଼ଉ ବେଳେ ଏତେ ପରିମାଣର ବ୍ରାଉନ୍‌ସୁଗର ଜବତ ହୋଇଛି।ଜବତ ବ୍ରାଉନ୍‌ସୁଗରର ଆନୁମାନିକ ମୂଲ୍ୟ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଜଣାପଡ଼ିଛି।

ଏନେଇ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଯୋଗେ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଏସ୍‌ଟିଏଫ୍‌ ୨୩ କେଜିରୁ ଅଧିକ ବ୍ରାଉନସୁଗର ଜବତ କରି ସାରିଛି। ଏହାସହ ୨୫ଟି ମାମଲାରେ ୪୭ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌।

Advertisment
Advertisment
Advertisment