/odishatv-khabar/media/media_files/2026/01/13/subhadra-2026-01-13-13-28-36.jpg)
subhadra Photograph: (OTV)
ଆସନ୍ତା ୧୮ ତାରିଖ ଭିତରେ ସୁଭଦ୍ରା ଟଙ୍କା। ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ସୁଭଦ୍ରା ଟଙ୍କା ନେଇ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ। ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି।
Advertisment
ପ୍ରଥମ ଓ ଦ୍ବିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ସାମିଲ କରାଯାଇଛି। ସେମାନେ ବି ଏକ ସଙ୍ଗରେ ପାଇବେ ଦୁଇଟି କିସ୍ତି। ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି। ସମୁଦାୟ ୨୫୦ କୋଟି ଟଙ୍କା ର ସହାୟତା ରାଶି ଖାତାକୁ ଯିବ।
ଆସନ୍ତା ୧୮ ତାରିଖ ଭିତରେ ସୁଭଦ୍ରା ଟଙ୍କା
୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା
ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ମିଳିବ ପ୍ରଥମ କିସ୍ତି
ସୁଭଦ୍ରା ଟଙ୍କା ନେଇ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ
ପ୍ରଥମ ଓ ଦ୍ବିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣ ସାମିଲ
Advertisment
Advertisment
Related Articles
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)





/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)