Advertisment

Subhadra Money: ଆକାଉଣ୍ଟକୁ ଆସିବ ଏକାଥରେ ୧୦ ହଜାର

୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ସୁଭଦ୍ରା ଟଙ୍କା ନେଇ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ। ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି।

ଅଦ୍ୟତନ ହୋଇଛି
subhadra

subhadra Photograph: (OTV)

Advertisment

ଆସନ୍ତା ୧୮ ତାରିଖ ଭିତରେ ସୁଭଦ୍ରା ଟଙ୍କା। ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ସୁଭଦ୍ରା ଟଙ୍କା ନେଇ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ। ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି।

Advertisment

ପ୍ରଥମ ଓ ଦ୍ବିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ସାମିଲ କରାଯାଇଛି। ସେମାନେ ବି ଏକ ସଙ୍ଗରେ ପାଇବେ ଦୁଇଟି କିସ୍ତି। ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି। ସମୁଦାୟ ୨୫୦ କୋଟି ଟଙ୍କା ର ସହାୟତା ରାଶି ଖାତାକୁ ଯିବ। 

ଆସନ୍ତା ୧୮ ତାରିଖ ଭିତରେ ସୁଭଦ୍ରା ଟଙ୍କା
୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା
ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ମିଳିବ ପ୍ରଥମ କିସ୍ତି 
ସୁଭଦ୍ରା ଟଙ୍କା ନେଇ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ 
ପ୍ରଥମ ଓ ଦ୍ବିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣ ସାମିଲ

Advertisment
Money Deputy Chief Minister Pravati Parida Subhadra Yojana
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ