Advertisment

Subhadra Scheme Update: ଆସନ୍ତାକାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା, ଜାଣନ୍ତୁ କାହିଁକି ବଦଳୁଛି ତାଲିକା

ଆସନ୍ତାକାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ।

author-image
Tapan Swain
Subhadra

Subhadra Photograph: (OTV)

ଆସନ୍ତାକାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ।

Advertisment

୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ। ସୁଭଦ୍ରା ହିତାଧିକାରୀଙ୍କ ତାଲିକା ବଦଳିବା ଏକ ନିରନ୍ତର ପ୍ରକ୍ରିୟା। ଯେଉଁମାନଙ୍କୁ ୨୧ ହେବ ସେମାନେ ସୁଭଦ୍ରାରେ ସାମିଲ୍ ହେବେ, ୬୦ ଟପିଲେ ପେନସନ୍ ଲିଷ୍ଟକୁ ଯିବେ ।

ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

‘କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା’
‘୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ’
‘୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ଟଙ୍କା ପାଇବେ’
‘ସୁଭଦ୍ରା ହିତାଧିକାରୀଙ୍କ ତାଲିକା ବଦଳିବା ଏକ ନିରନ୍ତର ପ୍ରକ୍ରିୟା’
‘ଯେଉଁମାନଙ୍କୁ ୨୧ ହେବ ସାମିଲ୍ , ୬୦ ଟପିଲେ ପେନସନ୍  ଲିଷ୍ଟକୁ ଯିବେ’

Advertisment
Deputy Chief Minister Pravati Parida Subhadra Yojana
Advertisment
Related Articles
Advertisment