/odishatv-khabar/media/media_files/2026/01/08/subhadra-instalment-2026-01-08-13-41-42.jpg)
Subhadra Instalment Photograph: (OTV)
ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା। ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି ଟଙ୍କା। ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି।
ସେମାନେ ବି ଏକା ବେଳକେ ପାଇବେ ଦୁଇଟି କିସ୍ତି। ବାଦ୍ ପଡ଼ିଥିବା ହିତାଧିକାରୀ ସମସ୍ତ କିସ୍ତି ଏକାଥରକେ ପାଇବେ। ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି। ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ।
• ଚଳିତ ସପ୍ତାହରେ ମିଳିବ ସୁଭଦ୍ରା କିସ୍ତି
• ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ପାଇବେ ସୁଭଦ୍ରା ଟଙ୍କା
• ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧୀକାରୀଙ୍କୁ ମିଳିବ ୫ ହଜାର
• ପୂର୍ବରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣ ପୁଣି ଥରେ ସାମିଲ୍
• ବାଦ୍ ପଡ଼ିଥିବା ହିତାଧିକାରୀ ସମସ୍ତ କିସ୍ତି ଏକାଥରକେ ପାଇବେ
Doctors’ OPD Services Remain Shut: ଆଜି ବି ଡାକ୍ତରଙ୍କ ୨ ଘଣ୍ଟିଆ ଓପିଡି ବନ୍ଦ ଆନ୍ଦୋଳନ

Officials Obstruct Mobile Tower Construction: ନୂଆ ମୋବାଇଲ୍ ଟାଓ୍ୱାର୍ ନିର୍ମାଣରେ ବାଧକ ସାଜିଛନ୍ତି ସରକାରୀ ବାବୁ!

Bomb Threat to Court: ୩ କୋର୍ଟକୁ ଧମକ, ଖାଲି କର କୋର୍ଟ ନହେଲେ ଉଡ଼ାଇ ଦେବୁ...

Stops Salary of 3 Officers: ରାଜ୍ୟ ପରିବହନ ନିଗମର ଛାଟ, ୩ ଅଧିକାରୀଙ୍କ ଦରମା ବନ୍ଦ

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)