Advertisment

Subhadra Yojana: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା କିସ୍ତି, ଉପମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

ଚଳିତ ସପ୍ତାହରେ ମିଳିବ ସୁଭଦ୍ରା କିସ୍ତି। ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ପାଇବେ ସୁଭଦ୍ରା ଟଙ୍କା। ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧୀକାରୀଙ୍କୁ ମିଳିବ ୫ ହଜାର।

Subhadra Instalment

Subhadra Instalment Photograph: (OTV)

Advertisment

ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା। ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି ଟଙ୍କା। ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି।

Advertisment

ସେମାନେ ବି ଏକା ବେଳକେ ପାଇବେ ଦୁଇଟି କିସ୍ତି। ବାଦ୍ ପଡ଼ିଥିବା ହିତାଧିକାରୀ ସମସ୍ତ କିସ୍ତି ଏକାଥରକେ ପାଇବେ। ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି। ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ।

•    ଚଳିତ ସପ୍ତାହରେ ମିଳିବ ସୁଭଦ୍ରା କିସ୍ତି
•    ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ପାଇବେ ସୁଭଦ୍ରା ଟଙ୍କା
•    ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧୀକାରୀଙ୍କୁ ମିଳିବ ୫ ହଜାର
•    ପୂର୍ବରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣ ପୁଣି ଥରେ ସାମିଲ୍ 
•    ବାଦ୍  ପଡ଼ିଥିବା ହିତାଧିକାରୀ ସମସ୍ତ କିସ୍ତି ଏକାଥରକେ ପାଇବେ

Advertisment
Subhadra Yojana
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ