Advertisment

Subhadra Yojana: ଖାତାକୁ ଗଲା ୫ ହଜାର, ଆକାଉଣ୍ଟ ଚେକ୍ କରନ୍ତୁ...

ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିଲା ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଗଲା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଉପକୃତ ହେଲେ ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ମହିଳା।

author-image
Chinmayee Sahoo
Subhadra Yojana

Subhadra Yojana Photograph: (OTV)

ମହିଳା ଦିବସରେ ମହିଳାଙ୍କ ପାଇଁ ଖୁସି ଖବର। ମିଳିଲା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଡିବିଟି ମାଧ୍ୟମରେ ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୫ ହଜାର କୋଟିରୁ ଅଧିକ ଟଙ୍କା। 

Advertisment

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପୁରୀ ତାଳବଣିଆରେ ସୁଭଦ୍ରା ସମାବେଶରେ ଯୋଗଦେଇ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏଥର ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ସାମିଲ ହୋଇଛନ୍ତି।

Subhadra Yojana
Advertisment
Related Articles
Advertisment