Subhadra Yojana Photograph: (OTV)
Advertisment
ମହିଳା ଦିବସରେ ମହିଳାଙ୍କ ପାଇଁ ଖୁସି ଖବର। ମିଳିଲା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଡିବିଟି ମାଧ୍ୟମରେ ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୫ ହଜାର କୋଟିରୁ ଅଧିକ ଟଙ୍କା।
Advertisment
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପୁରୀ ତାଳବଣିଆରେ ସୁଭଦ୍ରା ସମାବେଶରେ ଯୋଗଦେଇ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏଥର ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ସାମିଲ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/03/08/subhadra-yojana-2026-03-08-12-16-25.jpg)