/odishatv-khabar/media/post_attachments/uploadimage/library/16_9/16_9_0/sachibalaya_1625495913.jpg)
sachibalaya
ଭୁବନେଶ୍ୱର: ଓଡ଼ିଶା ସଚିବାଳୟ କର୍ମଚାରୀଙ୍କ କରୋନା ଟେଷ୍ଟ ପାଇଁ ପରାମର୍ଶ ଦିଆଯାଇଛି। ଯେଉଁ କର୍ମଚାରୀ କରୋନା ଲକ୍ଷଣ ଅନୁଭବ କରୁଛନ୍ତି, ସେମାନେ ନିଜର ସ୍ୱାବ ଟେଷ୍ଟ ପାଇଁ ଦେଇ ପାରିବେ। କ୍ୟାପିଟାଲ ହସ୍ପିଟାଲ ଯାଇ ବିନା ଦେୟରେ ସ୍ୱାବ ପରୀକ୍ଷା କରିପାରିବେ। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସଚିବାଳୟ କର୍ମଚାରୀ ସଂଘକୁ ଚିଠି ଲେଖାଯାଇଛି।
Advertisment
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯,୧୭୫ରେ ପହଞ୍ଚିଛି। ସେଥିମଧ୍ୟରୁ ୧୮,୯୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦,୦୪୧ ଜଣ ଚିକିତ୍ସାଧିନ ଅଛନ୍ତି। ୧୫୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)