Advertisment

କଂଗ୍ରେସ ଛାଡ଼ିଲେ ସୁମିତ୍ରା ଜେନା

ଭୁବନେଶ୍ୱର: କଂଗ୍ରେସ ଛାଡ଼ିଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ସୁମିତ୍ରା ଜେନା। ଆଜି ସେ ଏକ ସାମ୍ୱାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପାଇଁ ସେ କଂଗ୍ରେସ ଛାଡ଼ିଥିବା କହିଛନ୍ତି। ସାମ୍ୱାଦିକ ସମ୍ମିଳନୀରେ ସୁମିତ୍ରା ନିରଞ୍ଜନଙ୍କ ବିରୋଧରେ ବିଷୋଦଗାର କରିଛନ୍ତି। ଟିକେଟ୍‌ ବଣ୍ଟନକୁ ନେଇ ସେ ଅସନ୍ତୁଷ୍ଟ ଥିଲେ। ଗତକାଲି ମଧ୍ୟ ସେ ନିରଞ୍ଜନଙ୍କୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ।  ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ତାଙ୍କ ପୁଅ […]

କଂଗ୍ରେସ ଛାଡ଼ିଲେ ସୁମିତ୍ରା ଜେନା

congress

Advertisment

ଭୁବନେଶ୍ୱର: କଂଗ୍ରେସ ଛାଡ଼ିଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ସୁମିତ୍ରା ଜେନା। ଆଜି ସେ ଏକ ସାମ୍ୱାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପାଇଁ ସେ କଂଗ୍ରେସ ଛାଡ଼ିଥିବା କହିଛନ୍ତି।

Advertisment

ସାମ୍ୱାଦିକ ସମ୍ମିଳନୀରେ ସୁମିତ୍ରା ନିରଞ୍ଜନଙ୍କ ବିରୋଧରେ ବିଷୋଦଗାର କରିଛନ୍ତି। ଟିକେଟ୍‌ ବଣ୍ଟନକୁ ନେଇ ସେ ଅସନ୍ତୁଷ୍ଟ ଥିଲେ।

ଗତକାଲି ମଧ୍ୟ ସେ ନିରଞ୍ଜନଙ୍କୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ।  ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ତାଙ୍କ ପୁଅ ଶକୁନି ରୋଲ କରୁଛନ୍ତି। ଉଭୟ ବାପ-ପୁଅ ବ୍ୟାବସାୟିକ ଡିଲ କରୁଛନ୍ତି। କଂଗ୍ରେସ ପକ୍ଷରୁ ମଦ ବ୍ୟବସାୟୀ ଓ ଖଣି ମାଫିଆଙ୍କୁ ଟିକେଟ ଦିଆଯାଇଛି। ମେ’ ୨୩ରେ ପିସିସି ସଭାପତି ଏହାର ଜବାବ ପାଇବେ ବୋଲି ସୁମିତ୍ରା କହିଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ