ଆଉ ୨ରୁ ୩ ଦିନ ଭିତରେ ଓଡିଶାକୁ ମୌସୁମୀ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିବା ପରେ, ଆଶ୍ୱସ୍ତ ହୋଇଛନ୍ତି ଖରା ଓ ଗୁଳୁଗୁଳିରେ ସନ୍ତୁଳି ହେଉଥିବା ସାଧାରଣ ଜନଜୀବନ । ଖାସ୍ କରି ଚାଷୀଙ୍କ ମଧ୍ୟରେ ଖୁସିର ଲହରି ।
5T ସଚିବଙ୍କ ଗସ୍ତ ଓ ସାଧାରଣ ସଭା କରିବା, ଅଲ୍ ଇଣ୍ଡିଆ ସର୍ଭିସ୍ କଣ୍ଡଟ୍ ରୁଲ୍ର ଉଲ୍ଲଂଘନ ବୋଲି ଅପରାଜିତା ଅଭିଯୋଗ କରିଥିଲେ। ପୂର୍ବତନ ପ୍ରଶାସକ ସଂଜୀବ ହୋତା ବି କହିଛନ୍ତି ଏଭଳି କାର୍ଯ୍ୟ ଅଲ୍ ଇଣ୍ଡିଆ ସର୍ଭିସ୍ କଣ୍ଡଟ୍ ରୁଲର ଉଲ୍ଲଂଘନ।
ପରବର୍ତ୍ତୀ ୨ ଦିନରେ ତାପମାତ୍ରା ୩ରୁ ୫ ଡିଗ୍ରୀ କମିପାରେ। ଜୁନ୍ ୨୧ ତାରିଖରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ମେଘୁଆ ପାଗ ଓ ବର୍ଷା ସମ୍ଭାବନା ରହିଛି।
ସରକାରଙ୍କୁ ପ୍ରଶ୍ନ ପଚାରୁଛି ଜଣେ ଅସହାୟ ମହିଳା । ବାରମ୍ବାର ଦଉଡି ଦଉଡି ଘରେ ଖଣ୍ଡିଏ ଦେଲନି...ଭୋଟ୍ ମାଗିଲ, ଆମେ ଦେଲୁ । ଏବେ ତ କିଛି ଶୁଣୁନ, ମୁଁ ମଲା ପରେ କଣ ଘର ଦେବ ?
୪୪.୮ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଆଜି ୪୪ ଡିଗ୍ରୀ ଉପରେ ୩ ସହର ଥିବାବେଳେ ୪୩ ଡିଗ୍ରୀ ଉପରେ ୮ଟି ସହର ରହିଛି ।
ବାହାଘର ଭୋଜିରେ ଅଳ୍ପ କେଇଜଣଙ୍କ ପାଇଁ ମଟନ ଅଭାବ ପଡ଼ିବାରୁ ଭାଙ୍ଗିଗଲା ବାହାଘର
ସରକାର କା ମାଲ...ଦରିଆ ମେ ଡାଲ୍ । ଅଳିଆ ଉଠା ଲାଗି କିଣାଯାଇଥିଲା ଗାଡ଼ି...ଏବେ ଅଧିକାଂଶ ଖତ ଖାଇଲାଣି । ପାର୍ଟ୍ସ ମିଳୁନଥିବାରୁ ସଜଡା ଯାଉନି...ସହର ସାରା ପଡିଛି ଅଳିଆ ଆବର୍ଜନା
ଜୁଲାଇ ପର୍ଯ୍ୟନ୍ତ ନଦୀରେ ବେକ ଯାଏଁ ପାଣି ରହିବା କଥା । କିନ୍ତୁ ଏବେ ସଂପୂର୍ଣ୍ଣ ଶୁଖିଲା ପଡିଛି । ମେ' ମାସରୁ ଯଦି ଏପରି ସ୍ଥିତି ଆଗକୁ ନଦୀରେ ପାଣି ରହିବ କି ନାହିଁ ଆଶଙ୍କା ଦେଖାଦେଇଛି । ଆଗରୁ କେବେ ଏପରି ନଦୀରୁ ପାଣି ଶୁଖେନି ବୋଲି କହିଛନ୍ତି ସ୍ଥାନୀୟ ବାସିନ୍ଦା । କେବଳ ନଦୀରେ ନୁହେଁ ବରଂ ଆଖପାଖ ଅଂଚଳରେ ଥିବା ନଳକୂଅର ମଧ୍ୟ ଜଳସ୍ତର କମୁଥିବା ଅଭିଯୋଗ ହୋଇଛି।
ଆଦିବାସୀ ଭୋଟ୍ ନେବାକୁ ବି ଷ୍ଟ୍ରାଟେଜି ରହିଥିବା ଚର୍ଚ୍ଚା । ବିଜେଡି ସରକାରଙ୍କୁ କଡ଼ା ସମାଲୋଚନା କଲେ ବିରୋଧୀ । ଏଭଳି ମନ୍ତ୍ରିମଣ୍ଡଳ ପୁନର୍ଗଠନ କୌଣସି ପ୍ରଭାବ ପଡ଼ିବନି କହିଲେ ବିରୋଧୀ ।
ବରଗଡ଼ ଓ ବଲାଙ୍ଗିରରେ ଖୋଲାଖୋଲି ଅସନ୍ତୋଷ । ବରଗଡ଼ ଓ ବଲାଙ୍ଗିର ବିଜେଡି ଯୁବ ସଭାପତିଙ୍କ ଅସନ୍ତୋଷ ।
ଖରା ବର୍ଷାରେ ଖଟିଥିଲେ । କିଏ ବର୍ଷେ ତ ଆଉ କିଏ ୧୫ ମାସ... ପେଟ କାଟି ମଜୁରୀ କରିଥିଲେ । ହେଲେ ଦୁଇ ବର୍ଷ ହୋଇଗଲା ମିଳୁନି ପାରିଶ୍ରମିକ । ଏ ଅଫିସରୁ ସେ ଅଫିସ ଦୌଡି ଦୌଡି ନୟାନ୍ତ ହେଲେଣି । ରେଞ୍ଜରଙ୍କ ଠାରୁ ଆରମ୍ଭ କରି ଡିଏଫଓଙ୍କ ଯାଏଁ ସମସ୍ତଙ୍କୁ ଗୁହାରି କରି ନିରାଶ ହେଲେଣି । ଓଲଟା ପରିଶ୍ରମର ପାଉଣା ଟଙ୍କା ମାଗିବାରୁ ତାଙ୍କ ବଦଳରେ ଅନ୍ୟ ହିତାଧିକାରୀଙ୍କୁ ନିୟୋଜିତ କରାଯାଇଛି ।
୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୁଳ, ଦେବଗଡ, ବୌଦ୍ଧ, ବଲାଙ୍ଗିରକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି ।
ଆଜିଠୁ ରାଜ୍ୟରେ ପୁଣି ବଢିବ ତାପମାତ୍ରା। ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇରହିଥିଲା। ଆଜି ଉକ୍ତ ବୋଲେରୋରୁ କିଛି ଲୁଟେରା ଟାୟାର ଚୋରି ଉଦ୍ୟମ କରୁଥିଲେ।
ବଣରୁ ଚାର ଆଣିଲେ, ବଜାରରେ ବିକ୍ରି କରିବେ । ଆଉ ଯୋଉ ଦୁଇ ପଇସା ଲାଭ ହେବ ସେତିକିରେ ପରିବାର ଚଳିବ । ସେଇଥି ଲାଗି ତ ସକାଳୁ ହେଲେ ବଣକୁ ଯିବା ସହିତ ଝୁଣା, ମହୁ,ଲାଖ,ଔଷଧୀୟ ଚେର ମୂଳି ସବୁ ଜଙ୍ଗଲଜାତ ମୂଲ୍ୟବାନ ଜିନିଷକୁ ସଂଗ୍ରହ କରନ୍ତି ଆଦିବାସୀ ସମ୍ପ୍ରଦାୟର ଲୋକ।
ଓଟିଭିରେ ଖବର ବାଜିଲା, ମଲା ଲୋକ ବଞ୍ଚିଲା । ୫ ମାସର ଭତ୍ତା ବି ପାଇଲା...ଜାଣନ୍ତୁ କଣ ଥିଲା ପୂରା ଘଟଣା
ବଞ୍ଚି ଥାଉଥାଉ ମହିଳାଙ୍କୁ ମାରିଦେଲେ ଅଙ୍ଗନବାଡ଼ି ଦିଦି । ୭ ମାସ ହେଲାଣି ପାଉନାହାନ୍ତି ଭତ୍ତା । ବ୍ଲକ୍କୁ ଗଲା ବେଳକୁ ବାବୁ କହୁଛନ୍ତି ରେକର୍ଡ କହୁଛି ତୁମେ ମରିଯାଇଛ
ତାତିରେ ସଡନ୍ ବ୍ରେକ୍। ହାଲୁକା ବର୍ଷା, ଥଣ୍ଡା ପବନ ପାଇଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ୨୨ ଏବଂ ୨୩ ତାରିଖରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି।
ସୁନ୍ଦରଗଡ଼ ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ କୁଆଁରମୁଣ୍ଡା ବ୍ଲକ ବାଙ୍କୀ କଲୋନୀ ବସ୍ତିରେ ଦେଖିବାକୁ ମିଳିଛି ଆଶ୍ଚର୍ଯ୍ୟ କଲାପରି ଦୃଶ୍ୟ I ଟୋପାଏ ପାଣି ପାଇଁ ଡହଳବିକଳ ହେଉଛନ୍ତି ପୂରା ପଞ୍ଚାୟତବାସୀ । ବର୍ଷେ କି ଦୁଇ ବର୍ଷ ନୁହେଁ ବରଂ ୧୫ ବର୍ଷ ହେବ ଏମାନଙ୍କର ସମସ୍ୟା ସମାଧାନ ହିଁ ହେଉନାହିଁ । ପାନୀୟଜଳ ସମସ୍ୟା ସମ୍ପର୍କରେ ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ପର୍ଯ୍ୟନ୍ତ ଅଭିଯୋଗ କଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସମସ୍ୟାର ସମାଧାନ ହୋଇପାରି ନାହିଁ।
ସୁନ୍ଦରଗଡ ଜିଲ୍ଲା କୋଇଡ଼ା ବ୍ଲକ୍ର ବିବାଦୀୟ ବିଡିଓ ପଲ୍ଲବୀ ରାଣୀ ରାଜ୍ଙ୍କ ବଦଳି ହୋଇଛି। ଏକାଧିକ ଘଟଣାକୁ ନେଇ ସେ ବିବାଦ ଘେରକୁ ଆସିଥିଲେ।
ଏମିତି ଖରା ଯେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ୁଛି ।
ସମ୍ବଲପୁରରେ ହିନ୍ଦୁଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି ।
ଉତ୍ତରରୁ ଉପକୂଳ, ଦକ୍ଷିଣରୁ ପଶ୍ଚିମ ସବୁଠି ଖରା । ପ୍ରବଳ ଖରାରେ ଜନଜୀବନ ଅସ୍ତବ୍ୟସ୍ତ ।
ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ଆହୁରି ୪ ଦିନ ଲାଗି ରହିପାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସ୍ଥିତି। ୨୧ ତାରିଖ ପରେ ତାପମାତ୍ରା କ୍ରମେ ହ୍ରାସ ପାଇବ।