ରାଜଗାଙ୍ଗପୁର, କୁତ୍ରା ବ୍ଲକର ୫ ପଞ୍ଚାୟତର ବାସିନ୍ଦା । ରାଜଗାଙ୍ଗପୁର କେଶ୍ରାମାଲରୁ ସୁନ୍ଦରଗଡ ପର୍ଯ୍ୟନ୍ତ ପଦଯାତ୍ରା ।
ପିଲାଙ୍କୁ ରୋଷେୟା ପାଠ ପଢ଼ାଇଲେ ତାଙ୍କର ଭବିଷ୍ୟତ କ’ଣ ହେବ ? ଆଗକୁ ଯାଇ ସେମାନେ କରିବେ କ’ଣ ?
ଦିନ ଥିଲା ଭଉଣୀ ବାହାଘର ପାଇଁ ନିଜ ଜମିକୁ ବନ୍ଧା ପକାଇଥିଲେ ମନୋଜ ।
ଟାଙ୍ଗରପାଲିର ଅତିରିକ୍ତ ତହସିଲଦାରଙ୍କ ଘରେ ଚାଲିଛି ରେଡ୍ । ଦ୍ୱିତୀୟ ଦିନ ପାଇଁ ଭିଜିଲାନ୍ସ ରେଡ୍ ଜାରି । ଠାବ ହେଲାଣି ୨କୋଟିରୁ ଅଧିକ ସମ୍ପତ୍ତି ।
ଆଜି ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ହାଇୱା ଗାଡ଼ି ଜଳି ଯାଇଛି। ଗାଡ଼ି ଭିତରେ ଥିବା ଚାଳକ ଗାଡ଼ି ବାହାରକୁ ଆସି ନପାରିବାରୁ ବିଦ୍ୟୁତ୍ ତାର ଲାଗି ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି।
ସମାଜରେ କୁସଂସ୍କାର ଓ ଅନ୍ଧବିଶ୍ୱାସ ଲୋକଙ୍କ ମାନସିକତାରେ ଏପରି ସ୍ଥାନ ପାଇଛି ଯେ ବିଷାକ୍ତ ସାପ କାମୁଡ଼ାକୁ ଗୁଣିଗାରେଡି ସାହାଯ୍ୟରେ ଭଲ ହୋଇଯିବାର ଭରସା ରଖୁଛନ୍ତି ଲୋକେ। ହେଲେ ସେମାନଙ୍କର ଏହି ଭରସା ଲୋକଙ୍କୁ ମୃତ୍ୟୁମୁଖକୁ ଠେଲି ଦେଉଛି।
ଦାଦନ ଖଟିବାକୁ ଯାଉଥିବା ବେଳେ ଧରିଲା ପୋଲିସ । ପିଲାମାନଙ୍କୁ ଉଦ୍ଧାର ପରେ ପରିବାର ଲୋକଙ୍କୁ ହସ୍ତାନ୍ତର ।
ପ୍ରାୟ ୩ କିଲୋମିଟର ପାହାଡ଼ ଉପରୁ ତଳକୁ କାନ୍ଧରେ ବୋହି ବୋହି ଆଣିଛନ୍ତି ପୋଲିସ ବାବୁ । ଏଭଳି ଏକ ନିଆରା ଓ ହୃଦୟକୁ ଛୁଇଁଗଲା ଭଳି ଦୃଶ୍ୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର ଫୁଲଝର ନିକଟ ଗୀନିଆ ଜଙ୍ଗଲରେ ।
ମାଙ୍କଡ଼ଙ୍କ ପାଇଁ ବ୍ରିଜ୍ । କେବଳ ମାଙ୍କଡ଼ ନୁହେଁ ଜଙ୍ଗଲରେ ରହୁଥିବା ଅନ୍ୟ ପଶୁଙ୍କ ପାଇଁ ତିଆରି ହୋଇଛି ସେତୁ...
ଚାକିରି ଛାଡ଼ି ନିଜ ଜମିରେ କରିଛନ୍ତି ଚାଷ। ଖାଲି ନିଜେ ସ୍ୱାବଲମ୍ବୀ ହୋଇ ନାହାନ୍ତି, ବରଂ ୧୫ ଜଣଙ୍କୁ ରୋଜଗାର ଦେଇ ପାରିଛନ୍ତି। ଆଉ ବର୍ଷକୁ ରୋଜଗାର କରୁଛନ୍ତି ଲକ୍ଷ ଲକ୍ଷ ଟଙ୍କା।
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨ ଯୁବକଙ୍କ ମୃତ୍ୟୁ ଘଟିଛି। ଗାଁ ପାଖ ପଡ଼ିଆରେ ହକି ଖେଳି ଫେରୁଥିବା ବେଳେ ଏହି ଅଘଟଣ ଘଟିଛି।
ପୁଣି ବସ୍ ଓଲଟି ଯାତ୍ରୀ ଆହତ । ସୁନ୍ଦରଗଡ ଜିଲ୍ଲା ଝରିଆପାଲି ନିକଟରେ ବସ୍ ଓଲଟି ୧୫ ଜଣ ଆହତ ହୋଇଛନ୍ତି । ଭାରସାମ୍ୟ ହରାଇ ବସ୍ଟି ଓଲଟି ପଡ଼ିଥିବା ସୂଚନା ମିଳିଛି ।
ଛାତ୍ରଛାତ୍ରୀଙ୍କୁ ବାଣ୍ଟିବା ପାଇଁ ଆସିଥିବା ବହି କବାଡ଼ିବାଲାଙ୍କୁ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି । ଘଟଣାକୁ ନେଇ ଗାଁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।
ମ୍ୟାଚ୍ରେ ପୁରୁଷ ଖେଳାଳିମାନଙ୍କ ସହ ତାଳ ଦେଇ ମହିଳା ପ୍ଲେୟାର ବି ନିଜ ଟିମ୍କୁ ଜିତାଇବା ପାଇଁ ଦମଦାର୍ ଖେଳ ପ୍ରଦର୍ଶନ କରୁଛନ୍ତି ।
ସୁନ୍ଦରଗଡ ଜିଲ୍ଲା ବଣାଇ ବ୍ଲକ ଅନ୍ତର୍ଗତ ଜକେଇକଳା ଗ୍ରାମର ହୀରାଧର ଶବରଙ୍କ ପୁଅ ସୁମନ୍ତଙ୍କ ଦୀର୍ଘ ୧୮ବର୍ଷ ହେଲା ଶିଙ୍କୁଳିରେ ବିତୁଛି ଜୀବନ । ଅବସ୍ଥା ଏପରି ଯେ ଘରେ ସମ୍ଭାଳିବା ମୁସ୍କିଲ ଏବଂ ବାହାରେ ଛାଡିବା ମଧ୍ୟ ମୁସ୍କିଲ ।
ଭିଜିଲାନ୍ସ ଜାଲ୍ରେ ଆଉ ଜଣେ ସରକାରୀ ବାବୁ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ସର୍ଗିପାଲି ଆର୍ଏମ୍ସି ଇନ୍ସପେକ୍ଟରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି।
ପୋଲିସ୍ ହାତରେ ଧରାପଡ଼ିଲେ ରସିକିଆ ଗଣିତ ମାଷ୍ଟର। ନାବାଳିକା ଛାତ୍ରୀକୁ ପ୍ରେମ ଜାଲରେ ଫସାଇ ଗଣିତ ମାଷ୍ଟର ଚମ୍ପଟ ମାରିଥିଲେ। ଶେଷରେ ତନାଘନା ପରେ ପୋଲିସ୍ ରସିକିଆ ଗଣିତ ମାଷ୍ଟରଙ୍କୁ ଗିରଫ କରିଛନ୍ତି।
ସୁନ୍ଦରଗଡ଼ ଜିଲ୍ଲା ବଣାଇ ବ୍ଲକ୍ ଗୋବିନ୍ଦପୁର ସମିତି ସଭ୍ୟା ପ୍ରାର୍ଥିନୀ ପୁଷ୍ପିତା ଜେନାଙ୍କୁ ମୁମୂର୍ଷ ଅବସ୍ଥାରେ ଉଦ୍ଧାର କରାଯାଇଛି। ପୁଷ୍ପିତାଙ୍କୁ ନିଜ ଗାଁ ଘୁଷୁରା ପତ୍ରପାଲିରେ ଥିବା ଘର ପାଖରୁ ମୁମୂର୍ଷ ଅବସ୍ଥାରେ ପଡ଼ିଥିବା ଲୋକେ ଦେଖିଥିଲେ।
ଭିଜିଲାନ୍ସ ଜାଲରେ ରାଜ୍ୟ ସରକାରଙ୍କ ଆଉ ଜଣେ କୁବେର ବାବୁ। ଭିଜିଲାନ୍ସ ସୁନ୍ଦରଗଡ଼ ADM ବିଶ୍ୱଜିତ୍ ମହାପାତ୍ରଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି।
ନେତା ଓ ଅଧିକାରୀଙ୍କୁ ସେମାନେ କେତେ ଗୁହାରି କରିଥିଲେ ମଧ୍ୟ କିଛି ଲାଭ ଦେଇ ନାହାନ୍ତି। ତେଣୁ ଏଥର ଲୋକେ ତାତିଛନ୍ତି।
ପ୍ରେମ କଲେ ପ୍ରତିଶୃତି ବି ଦେଲେ ହେଲେ ବିବାହ ପ୍ରଲୋଭନ ଦେଖାଇ ମହିଳାଙ୍କୁ ମିଳିଛି କେବଳ ପ୍ରତାରଣା । ସୁନ୍ଦରଗଡ଼ ରାଜଗାଙ୍ଗପୁର ଅଞ୍ଚଳରୁ ଅସିଛି ଏଭଳି ସଙ୍ଗୀନ୍ ଅଭିଯୋଗ । ଜଣେ ମହିଳା ଜଣେ ଟ୍ରାନ୍ସପୋର୍ଟ ବ୍ୟବସାୟୀଙ୍କ ନାଁରେ ଏହି ଅଭିଯୋଗ ଆଣିଛନ୍ତି ।