/odishatv-khabar/media/post_attachments/uploadimage/library/16_9/16_9_0/sunil-roy_1626686422.jpg)
sunil roy
କଟକ : ଅଗ୍ନିଶମ ବିଭାଗ ଡିଜି ଭାବେ ଦାୟିତ୍ୱ ନେଇଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ସୁନୀଲ ରାୟ । ଆଜି କଟକ ଅଗ୍ନିଶମ ବିଭାଗ ମୁଖ୍ୟାଳୟକୁ ଆସି ଦାୟିତ୍ୱ ନେଇଛନ୍ତି । ଦାୟିତ୍ୱ ଗ୍ରହଣ ପରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଟ୍ରାନ୍ସପରେନ୍ସି ଓ ଟାଇମ୍ ବାଉଣ୍ଡକୁ ଗୁରୁତ୍ୱ ଦିଆଯିବ ।
Advertisment
ସେହିଭଳି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଲୋକଙ୍କୁ ସେବା ଯୋଗାଇ ଦିଆଯିବ। ଏହା ସହ ବିଭାଗରେ ସ୍ୱଚ୍ଛତା ଆଣିବାକୁ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ଅଗ୍ନିଶମ ଡିଜି ସୁନୀଲ ରାୟ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)