/odishatv-khabar/media/post_attachments/uploadimage/library/16_9/16_9_0/uo-1_1626692676.jpg)
uo
ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ଅଂଶୁଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୋମନା ବୀରହନୁମାନପଡ଼ାର ସୁକାନ୍ତ ବାଗ୍। ଗତକାଲି ବସଷ୍ଟାଣ୍ଡରେ କୁଲି କାମ ସାରି ସୁକାନ୍ତ ଘରକୁ ଆସିଥିଲେ। ସେଠାରେ ତାଙ୍କ ଦେହ ଅସୁସ୍ଥ ହେବାରୁ ପ୍ରଥମେ କୋମନା ଓ ପରେ ନୂଆପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ନୂଆପଡ଼ା ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ପ୍ରବଳ ଖରାରେ କାମ କରିବା ପରେ ଅଂଶୁଘାତରେ ସୁକାନ୍ତଙ୍କ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)