Advertisment

ଅଂଶୁଘାତ ମୃତ୍ୟୁ ଅଭିଯୋଗ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ଅଂଶୁଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୋମନା ବୀରହନୁମାନପଡ଼ାର ସୁକାନ୍ତ ବାଗ୍‌। ଗତକାଲି ବସଷ୍ଟାଣ୍ଡରେ କୁଲି କାମ ସାରି ସୁକାନ୍ତ ଘରକୁ ଆସିଥିଲେ। ସେଠାରେ ତାଙ୍କ ଦେହ ଅସୁସ୍ଥ ହେବାରୁ ପ୍ରଥମେ କୋମନା ଓ ପରେ ନୂଆପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ନୂଆପଡ଼ା ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ପ୍ରବଳ ଖରାରେ କାମ କରିବା ପରେ ଅଂଶୁଘାତରେ ସୁକାନ୍ତଙ୍କ ମୃତ୍ୟୁ ହୋଇଥିବା ତାଙ୍କ ପରିବାର […]

ଅଂଶୁଘାତ ମୃତ୍ୟୁ ଅଭିଯୋଗ

uo

Advertisment

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ଅଂଶୁଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୋମନା ବୀରହନୁମାନପଡ଼ାର ସୁକାନ୍ତ ବାଗ୍‌। ଗତକାଲି ବସଷ୍ଟାଣ୍ଡରେ କୁଲି କାମ ସାରି ସୁକାନ୍ତ ଘରକୁ ଆସିଥିଲେ। ସେଠାରେ ତାଙ୍କ ଦେହ ଅସୁସ୍ଥ ହେବାରୁ ପ୍ରଥମେ କୋମନା ଓ ପରେ ନୂଆପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ନୂଆପଡ଼ା ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ପ୍ରବଳ ଖରାରେ କାମ କରିବା ପରେ ଅଂଶୁଘାତରେ ସୁକାନ୍ତଙ୍କ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

Advertisment
Left Top
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ