Advertisment

ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ଆସନ୍ତା ୧୮ରେ ବସିବ ସର୍ବଦଳୀୟ ବୈଠକ। କରୋନା ମହାମାରୀ ସମୟ ହୋଇଥିବାରୁ ଏଥର ଶୀତ ଅଧିବେଶନ ପରିଚାଳନା କିପରି ହେବ, ସେନେଇ ଆଲୋଚନା କରିବାକୁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ବୁଧବାର ଦିନ ବିଧାନସଭା ପରିସରରେ ସବୁ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରିବେ ବାଚସ୍ପତି। ଶୀତ ଅଧିବେଶନରେ ତାରକା ପ୍ରଶ୍ନ ଉପରେ ଆଲୋଚନା ହେବ କି ନାହିଁ, ସେନେଇ ମତ ନିଆଯିବ। ତେବେ ଆସନ୍ତା ଅଧିବେଶନରେ ଗୋଟିଏ ପ୍ରସଙ୍ଗରେ ୨ଟି […]

author-image
Abinash Pati
ଅଦ୍ୟତନ ହୋଇଛି
ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ବସିବ ସର୍ବଦଳୀୟ ବୈଠକ

assembly

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ଆସନ୍ତା ୧୮ରେ ବସିବ ସର୍ବଦଳୀୟ ବୈଠକ। କରୋନା ମହାମାରୀ ସମୟ ହୋଇଥିବାରୁ ଏଥର ଶୀତ ଅଧିବେଶନ ପରିଚାଳନା କିପରି ହେବ, ସେନେଇ ଆଲୋଚନା କରିବାକୁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର।

Advertisment

ବୁଧବାର ଦିନ ବିଧାନସଭା ପରିସରରେ ସବୁ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରିବେ ବାଚସ୍ପତି। ଶୀତ ଅଧିବେଶନରେ ତାରକା ପ୍ରଶ୍ନ ଉପରେ ଆଲୋଚନା ହେବ କି ନାହିଁ, ସେନେଇ ମତ ନିଆଯିବ। ତେବେ ଆସନ୍ତା ଅଧିବେଶନରେ ଗୋଟିଏ ପ୍ରସଙ୍ଗରେ ୨ଟି ମୁଲତବୀ ପ୍ରସ୍ତାବ ଆଲୋଚନା ଆସି ପାରିବ ନାହିଁ। ଏହାଛଡ଼ା ଉପନିର୍ବାଚନରେ ବିଜୟୀ ହୋଇଥିବା ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ ବାଲେଶ୍ୱର ବିଧାୟକ ସ୍ୱରୁପ ଦାସ ଶପଥ ଗ୍ରହଣ କରିବେ।

Advertisment
Advertisment