/odishatv-khabar/media/post_attachments/uploadimage/library/16_9/16_9_0/puri-3_1625090327.jpg)
puri
ପୁରୀ : ପୁରୀରେ ପୋଲିସ ହେପାଜତରେ ମୃତ୍ୟୁ ମାମଲାରେ ପୁରୀ ବନ୍ଦ ଡାକରା ଦେବ ଭାରତୀୟ ଜନତା ପାର୍ଟି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଆଜି ଏହି ସୂଚନା ଦେଇଛନ୍ତି। ପୁରୀ ବନ୍ଦ ଡାକରା ଦେବାକୁ ବିଜେପି ଯୋଜନା କରୁଛି।
Advertisment
ତେବେ ଏଥିପାଇଁ ଖୁବ୍ ଶୀଘ୍ର ତାରିଖ ଘୋଷଣା ହେବ ବୋଲି ମୋହନ ମାଝୀ କହିଛନ୍ତ॥ ପୁରୀରେ ପୋଲିସ ହେପାଜତରେ କେ. ରମେଶ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାର ପ୍ରତିବାଦ କରି ବିଜେପି ପୁରୀ ବନ୍ଦ ଡାକରା ଦେବାକୁ ନିଷ୍ପତ୍ତି ନେଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)