Advertisment

Tahsildars Granted: ଏଣିକି ସହଜ ଜମି ପଟ୍ଟା ସଂଶୋଧନ, ତହସିଲଦାରଙ୍କୁ ପୁରୁଣା କବଲା ସଂଶୋଧନ କ୍ଷମତା

ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ । ତହସିଲଦାରଙ୍କୁ ମିଳିଲା ପୁରୁଣା କବଲା ସଂଶୋଧନ କ୍ଷମତା । ଅନ୍ୟାନ୍ୟ ବୈଧ ଦଲିଲ ସମ୍ବନ୍ଧୀୟ ଜମିଜମା ରେକର୍ଡର ସଂଶୋଧନ କ୍ଷମତା ତହସିଲଦାରଙ୍କୁ ପ୍ରଦାନ କରାଯାଇଛି।

author-image
Manas Ranjan Mohanty
TAHASILDAR

TAHASILDAR Photograph: (OTV)

ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ । ତହସିଲଦାରଙ୍କୁ ମିଳିଲା ପୁରୁଣା କବଲା ସଂଶୋଧନ କ୍ଷମତା । ଅନ୍ୟାନ୍ୟ ବୈଧ ଦଲିଲ ସମ୍ବନ୍ଧୀୟ ଜମିଜମା ରେକର୍ଡର ସଂଶୋଧନ କ୍ଷମତା ତହସିଲଦାରଙ୍କୁ ପ୍ରଦାନ କରାଯାଇଛି। ଓଡ଼ିଶା ସର୍ଭେ ଆଣ୍ଡ ସେଟଲ୍ ମେଣ୍ଟ ରୁଲ୍ ସର ସଂଶୋଧନକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାଦ୍ବାରା ସଂପୃକ୍ତ କ୍ରେତାମାନେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ ବୈଧ ଭାବେ କିଣିଥିବା ଜମିର ଜମିପଟ୍ଟା ନିଜ ନାମରେ କରିବା ପାଇଁ ସଂପୃକ୍ତ ତହସିଲଦାରଙ୍କ ପାଖରେ ଆବେଦନ କରିପାରିବେ । ସେମାନଙ୍କୁ ରାଜସ୍ବ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ ବା ଆବେଦନ କରିବା ଆଉ ଦରକାର ହେବ ନାହିଁ । 

Advertisment

  • ଏଣିକି ସହଜ ଜମି ପଟ୍ଟା ସଂଶୋଧନ
    ତହସିଲଦାରଙ୍କୁ ପୁରୁଣା କବଲା ସଂଶୋଧନ କ୍ଷମତା
    ଅନ୍ୟାନ୍ୟ ବୈଧ ଦଲିଲ ସମ୍ବନ୍ଧୀୟ ଜମିଜମା ରେକର୍ଡର ସଂଶୋଧନ କ୍ଷମତା
    ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲ୍ସର ସଂଶୋଧନ
    କ୍ରେତାମାନେ ତହସିଲଦାରଙ୍କ ପାଖରେ ଆବେଦନ କରିପାରିବେ
    ରାଜସ୍ବ ପର୍ଷଦ ବା ରିଭିଜନ କୋର୍ଟରେ ଅପିଲ କରିବା ଦରକାର ନାହିଁ
Advertisment
Related Articles
Advertisment