Advertisment

ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ଲହରି

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ଲହରି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ନାକେଦମ୍ କଲାଣି। ଆହୁରି ପାଞ୍ଚ ଦିନ ଧରି ହିଟ୍‌ୱେଭ୍ ଜାରି ରହିବ। ପାଣିପାଗ ବିଭାଗ ପକ୍ଷରୁ ହିଟ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର ଆଦି ଜିଲ୍ଲାରେ ପାଖାପାଖି ୪୩ ଡିଗ୍ରି ତାପମାତ୍ରା ଥିବାବେଳେ ଅନୁଗୁଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ, ପୁରୀ ଆଦି ଜିଲ୍ଲାରେ ୪୦ ଡିଗ୍ରିରୁ ଅଧିକ ତାପମାତ୍ରା ରହିବ। […]

author-image
Rosalin Rath
ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ଲହରି

h1

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ଲହରି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ନାକେଦମ୍ କଲାଣି। ଆହୁରି ପାଞ୍ଚ ଦିନ ଧରି ହିଟ୍‌ୱେଭ୍ ଜାରି ରହିବ।

Advertisment

ପାଣିପାଗ ବିଭାଗ ପକ୍ଷରୁ ହିଟ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର ଆଦି ଜିଲ୍ଲାରେ ପାଖାପାଖି ୪୩ ଡିଗ୍ରି ତାପମାତ୍ରା ଥିବାବେଳେ ଅନୁଗୁଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ, ପୁରୀ ଆଦି ଜିଲ୍ଲାରେ ୪୦ ଡିଗ୍ରିରୁ ଅଧିକ ତାପମାତ୍ରା ରହିବ।

କିଛି ଦିନ ହେଲା ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପାରଦ ୪୦ ଡିଗ୍ରୀ ଉପରେ ରହୁଛି। ଅନ୍ୟପଟେ ଉପକୂଳ ଅଞ୍ଚଳରେ ତାପମାତ୍ରା ଅଧିକ ନାହିଁ। କିନ୍ତୁ ଆଦ୍ରତା ଅଧିକ ରହୁଥିବାରୁ ଗୁଳୁଗୁଳି ହେଉଛି। ତେଣୁ ଜନଜୀବନ ଅସ୍ତବ୍ୟସ୍ତ ହେଉଛି।

Advertisment
Advertisment
Advertisment