Advertisment

ଆସନ୍ତାକାଲିଠୁ ବଢ଼ିବ ତାତି

ଭୁବନେଶ୍ୱର: ଆସନ୍ତାକାଲିଠାରୁ ରାଜ୍ୟରେ ତାପମାତ୍ରା ବଢ଼ିପାରେ। ଅଧିକାଂଶ ସ୍ଥାନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ରାଜ୍ୟରେ ଗରମ ଅନୁଭୂତ ହେବ। ଆସନ୍ତାକାଲିଠୁ ଧୀରେ ଧୀରେ ତାପମାତ୍ରା ବଢ଼ି ୧୫ ତାରିଖ ସୁଦ୍ଧା ଏହା ୫ରୁ ୬ ଡିଗ୍ରୀ ବୃଦ୍ଧି ପାଇବ। ବର୍ତ୍ତମାନ ବାୟୁ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ଆଡ଼କୁ ପ୍ରବାହିତ ହେଉଛି। ଏହାପରେ ଓଡ଼ିଶା ଉପରେ ଏକ ଗୁରୁଚାପ ବଳୟ ସୃଷ୍ଟି ହେବ। […]

ଆସନ୍ତାକାଲିଠୁ ବଢ଼ିବ ତାତି

khra

Advertisment

ଭୁବନେଶ୍ୱର: ଆସନ୍ତାକାଲିଠାରୁ ରାଜ୍ୟରେ ତାପମାତ୍ରା ବଢ଼ିପାରେ। ଅଧିକାଂଶ ସ୍ଥାନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ରାଜ୍ୟରେ ଗରମ ଅନୁଭୂତ ହେବ।

Advertisment

ଆସନ୍ତାକାଲିଠୁ ଧୀରେ ଧୀରେ ତାପମାତ୍ରା ବଢ଼ି ୧୫ ତାରିଖ ସୁଦ୍ଧା ଏହା ୫ରୁ ୬ ଡିଗ୍ରୀ ବୃଦ୍ଧି ପାଇବ। ବର୍ତ୍ତମାନ ବାୟୁ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ଆଡ଼କୁ ପ୍ରବାହିତ ହେଉଛି। ଏହାପରେ ଓଡ଼ିଶା ଉପରେ ଏକ ଗୁରୁଚାପ ବଳୟ ସୃଷ୍ଟି ହେବ। ତେବେ ଏହି ସମୟରେ ଦିନ ବେଳା ଅପେକ୍ଷା ରାତିର ତାପମାତ୍ରା କମ୍ ରହିପାରେ ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ