Advertisment

Sri Mandir: ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ହେବ ବନକଲାଗି। ଏଥିପାଇଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।

author-image
Chinmayee Sahoo
Sri Mandir

Sri Mandir Photograph: (OTV)

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ହେବ ବନକଲାଗି। ଏଥିପାଇଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ବନକଲାଗି ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ବନ୍ଦ ରହିବ। ରତ୍ନବେଦୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି ପରେ କରାଯିବ ମହାସ୍ନାନ।

Advertisment

•    ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି
•    ଆଜି ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
•    ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ
•    ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ
•    ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ହେବ ବନକଲାଗି
•    ବନକଲାଗି ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ

Sri Mandir
Advertisment
Related Articles
Advertisment