Sri Mandir Photograph: (OTV)
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ହେବ ବନକଲାଗି। ଏଥିପାଇଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ବନକଲାଗି ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ବନ୍ଦ ରହିବ। ରତ୍ନବେଦୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି ପରେ କରାଯିବ ମହାସ୍ନାନ।
• ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି
• ଆଜି ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
• ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ
• ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ
• ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ହେବ ବନକଲାଗି
• ବନକଲାଗି ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/12/03/sri-mandir-2025-12-03-10-39-21.jpg)