Advertisment

ଆମ୍ବୁଲାନ୍ସ ଗାଁକୁ ଯାଇପାରିଲାନି, ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

କନ୍ଧମାଳ: ପୁଣି ଥରେ କନ୍ଧମାଳରେ ଜନନୀ ଯନ୍ତ୍ରଣା । ୬ କିଲୋମିଟର ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ । ରାସ୍ତା ଖରାପ ଯୋଗୁ ଗାଁକୁ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ବେଲଘର ପଞ୍ଚାୟତ ଗୁଣ୍ଡୁରିଖୋଲା ଗାଁରେ। ଖବର ଅନୁଯାୟୀ, ଗାଁର ବାଥଲିମା ମାଝୀଙ୍କୁ ପ୍ରସବ ଯନ୍ତ୍ରଣା ହେବା ପରେ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ଆମ୍ବୁଲାନ୍ସ ଗାଁକୁ ଯାଇଥିଲେ ମଧ୍ୟ ରାସ୍ତା ଖରାପ […]

ଅଦ୍ୟତନ ହୋଇଛି
ଆମ୍ବୁଲାନ୍ସ ଗାଁକୁ ଯାଇପାରିଲାନି, ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

delivery

Advertisment

କନ୍ଧମାଳ: ପୁଣି ଥରେ କନ୍ଧମାଳରେ ଜନନୀ ଯନ୍ତ୍ରଣା । ୬ କିଲୋମିଟର ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ । ରାସ୍ତା ଖରାପ ଯୋଗୁ ଗାଁକୁ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ବେଲଘର ପଞ୍ଚାୟତ ଗୁଣ୍ଡୁରିଖୋଲା ଗାଁରେ।

Advertisment

ଖବର ଅନୁଯାୟୀ, ଗାଁର ବାଥଲିମା ମାଝୀଙ୍କୁ ପ୍ରସବ ଯନ୍ତ୍ରଣା ହେବା ପରେ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ଆମ୍ବୁଲାନ୍ସ ଗାଁକୁ ଯାଇଥିଲେ ମଧ୍ୟ ରାସ୍ତା ଖରାପ ଥିବାରୁ ଗାଁ ଭିତରକୁ ଯାଇ ପାରିନଥିଲା । ଫଳରେ ଆମ୍ବୁଲାନ୍ସ କର୍ମଚାରୀ ଦେବଦୂତ ସାଜି ଗର୍ଭବତୀ ମହିଳାଙ୍କୁ ୬ କିଲୋମିଟର ଷ୍ଟ୍ରେଚରରେ ବୋହି ଆଣିଥିଲେ।  ପରେ ତାଙ୍କୁ ତୁମୁଡିବନ୍ଧ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ