Advertisment

କାଦୁଆ ଅଞ୍ଚଳକୁ ୪୮ ଘଣ୍ଟା ସଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ମୁକାବିଲା ଲାଗି ସରପଞ୍ଚମାନଙ୍କୁ ମିଳିଥିବା ଜିଲ୍ଲାପାଳ କ୍ଷମତା ବଳରେ ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ କାଦୁଆ ସରପଞ୍ଚ ନିଜ ପଞ୍ଚାୟତକୁ ୪୮ ଘଣ୍ଟିଆ ସଟଡାଉନ ଘୋଷଣା କରିଛନ୍ତି । ଏହି ଅଞ୍ଚଳକୁ ସୁରତ, ମହାରାଷ୍ଟର ଏବଂ ତାମିଲନାଡୁରୁ ପ୍ରବାସୀଙ୍କ ଆଗମନ ହେଉଛି । ଏହାକୁ ଦୃଷ୍ଟିରେ ରଖି ସେ ପଞ୍ଚାୟତକୁ ୪୮ ଘଣ୍ଟିଆ ସଟଡାଉନ ଘୋଷଣା କରିଛନ୍ତି  । ଏହା ବ୍ୟତୀତ ପଞ୍ଚାୟତରେ […]

କାଦୁଆ ଅଞ୍ଚଳକୁ ୪୮ ଘଣ୍ଟା ସଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

kadua

Advertisment

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ମୁକାବିଲା ଲାଗି ସରପଞ୍ଚମାନଙ୍କୁ ମିଳିଥିବା ଜିଲ୍ଲାପାଳ କ୍ଷମତା ବଳରେ ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ କାଦୁଆ ସରପଞ୍ଚ ନିଜ ପଞ୍ଚାୟତକୁ ୪୮ ଘଣ୍ଟିଆ ସଟଡାଉନ ଘୋଷଣା କରିଛନ୍ତି ।

Advertisment

ଏହି ଅଞ୍ଚଳକୁ ସୁରତ, ମହାରାଷ୍ଟର ଏବଂ ତାମିଲନାଡୁରୁ ପ୍ରବାସୀଙ୍କ ଆଗମନ ହେଉଛି । ଏହାକୁ ଦୃଷ୍ଟିରେ ରଖି ସେ ପଞ୍ଚାୟତକୁ ୪୮ ଘଣ୍ଟିଆ ସଟଡାଉନ ଘୋଷଣା କରିଛନ୍ତି  ।

ଏହା ବ୍ୟତୀତ ପଞ୍ଚାୟତରେ ଜିଲ୍ଲା ଭିତର ଓ ବାହାରର ଅଧିକ ପ୍ରବାସୀ ଓଡ଼ିଆ କ୍ୱାରେଣ୍ଟିନରେ ରହିଛନ୍ତି  । ଅନେକ ସ୍ଥାନରେ ଲୋକେ ନିୟମକୁ ନ ମାନି ଘର ବାହାରକୁ ବାହାରି ବୁଲୁଥିବାରୁ ସେ ଏଭଳି ପଦକ୍ଷେପ ନେଇଥିବା କହିଛନ୍ତି । ସଟ୍‌ଡାଉନ ସମୟରେ କେବଳ ଜରୁରୀ କାଳୀନ ସେବା ବ୍ୟତୀତ ଅନ୍ୟସେବା ସବୁ ବନ୍ଦ ରହିବ ବୋଲି ସେ କହିଛନ୍ତି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ