Advertisment

ସ୍ୱାଧୀନତା ଦିବସ ପାଇଁ ଫୁଲଡ୍ରେସ ରିହରସଲ ଶେଷ

ଭୁବନେଶ୍ୱର: ଆସନ୍ତାକାଲି ସ୍ୱାଧୀନତା ଦିବସ। ସାରା ଦେଶ ୭୪ତମ ସ୍ୱାଧୀନତା ଦିବସ ପାଳନ କରିବ। ତେବେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ନିରାଡ଼ମ୍ବର ଭାବେ ପାଳନ ପାଇଁ ନିଷ୍ପତ୍ତି ହୋଇଛି। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାରେ ପହଞ୍ଚିଛି। ଏଥର ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ରାଜଧାନୀର ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ହେବ। ଏଥିପାଇଁ ଗତକାଲି ଫୁଲଡ୍ରେସ ରିହରସଲ ଶେଷ ହୋଇଛିl ପରେଡରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ […]

author-image
Mahasweta Baral
ଅଦ୍ୟତନ ହୋଇଛି
ସ୍ୱାଧୀନତା ଦିବସ ପାଇଁ ଫୁଲଡ୍ରେସ ରିହରସଲ ଶେଷ

74i

ଭୁବନେଶ୍ୱର: ଆସନ୍ତାକାଲି ସ୍ୱାଧୀନତା ଦିବସ। ସାରା ଦେଶ ୭୪ତମ ସ୍ୱାଧୀନତା ଦିବସ ପାଳନ କରିବ। ତେବେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ନିରାଡ଼ମ୍ବର ଭାବେ ପାଳନ ପାଇଁ ନିଷ୍ପତ୍ତି ହୋଇଛି। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାରେ ପହଞ୍ଚିଛି।

Advertisment

ଏଥର ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ରାଜଧାନୀର ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ହେବ। ଏଥିପାଇଁ ଗତକାଲି ଫୁଲଡ୍ରେସ ରିହରସଲ ଶେଷ ହୋଇଛିl ପରେଡରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛିl ମାତ୍ର ୧୦୦ ଅତିଥିଙ୍କ ମଧ୍ୟରେ ଉତ୍ସବ ଅନୁଷ୍ଠିତ ହେବ l ପରେଡରେ ମାତ୍ର

Advertisment
Advertisment