ganjam lockdown
ଗଞ୍ଜାମ: ଆଜିଠୁ ଜୁନ୍ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ଲକ୍ଡାଉନ୍ କଟକଣା ଆହୁରି କଡ଼ାକଡ଼ି ହୋଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ଗଞ୍ଜାମ ଜିଲ୍ଲାପାଳ ଏହି ଘୋଷଣା କରିଛନ୍ତି।
ଲକ୍ଡାଉନ୍ ସମୟରେ ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିବ। କିନ୍ତୁ ବସ୍, କାର, ଅଟୋ ଚଳାଚଳ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ।
ସେହିପରି ଦିନ ୧୨ଟା ପରେ କେହି ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ତେବେ ଶନିବାର ଓ ରବିବାର ପୂର୍ବ ଘୋଷଣା ଅନୁସାରେ ସଟ୍ଡାଉନ୍ ରହିବ। ଏହାସହ ରାତି ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କର୍ଫ୍ୟୁ ମଧ୍ୟ ବଳବତ୍ତର ରହିବ।
ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହାକୁ ରୋକିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।
ଆହୁରି ମଧ୍ୟ ପଢ଼ନ୍ତୁ: ଓଡ଼ିଶାରେ ଆଉ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା, ମୃତ୍ୟୁ ସଂଖ୍ୟା ୧୧ ଛୁଇଁଲା
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/lockdown_1626161911.jpg)